ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୧୬କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ମୟୂରଭଞ୍ଜ ୨ଜଣ ରହିଥିବା ବେଳେ ଜଗତସିଂହପୁର, ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଛନ୍ତି ।