ରାଜ୍ୟରୁ ପୁଣି ୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୭କ୯କୁ ବୃଦ୍ଧି ପାଇଛି। ୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଦୁଇ ଜଣ ରହିଥିବା ବେଳେ ନବରଙ୍ଗପୁରରୁ ୩ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାହୀ ଅଧିକାରୀଙ୍କୁ ତାଲା

ରାଜନଗର,୧୮।୧୧(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସଂଶୋଧନ ଓ ନୂତନ ଭୋଟରଙ୍କୁ ସାମିଲ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରେ ଭୋଟର ତାଲିକା ପ୍ରକାଶ...

ମାରାଥନ ପ୍ରଚାରରେ ବିଜେଡି ମେୟର ପ୍ରାର୍ଥୀନୀ: ବସ୍ତି ଭୋଟରଙ୍କ ଉପରେ ଫୋକସ୍‌

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ପାଇଁ ଏବେ ଲଢେଇ ଜୋର୍‌ଦାର ହେବା ଆରମ୍ଭ ହୋଇଯାଇଛି। ପ୍ରଥମ ଥର ମେୟର ନିର୍ବାଚନ ପାଇଁ ସିଧାସଳଖ...

ଅବଧି ଶେଷହେବାର ୨ବର୍ଷ ବିତିବ, ବିଜୁ ସେତୁ ଅଧାପନ୍ତରିଆ

ଦଶପଲ୍ଲା,୧୩ା୬(ଡି.ଏନ୍‌.ଏ): ଅଞ୍ଚଳର ବିକାଶ ସାଙ୍ଗକୁ ଲୋକଙ୍କ ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଅନେକ ସ୍ଥାନରେ...

ପଞ୍ଜୁରି ଭିତରେ ମାଛଚାଷ ଲାଗି ସରକାରଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର,୪। ୮(ବ୍ୟୁରୋ): ଓଡ଼ିଶାରେ ୬.୮୪ ଲକ୍ଷ ହେକ୍ଟର ପରିମିତ ବିସ୍ତୃତ ମଧୁରଜଳ ଉତ୍ସ ରହିଛି। ୨୦୧୯-୨୦ ଆର୍ଥିକ ବର୍ଷରେ ରାଜ୍ୟରେ ପ୍ରାୟ ୮.୧୬ ଲକ୍ଷ ମେଟ୍ରିକ୍‌...

ସୁବ୍ରମଣ୍ୟମଙ୍କ ଦାୟିତ୍ୱ ନେଲା ଜିଲା ପ୍ରଶାସନ

ବାରିପଦା ଅଫିସ,୩।୭: ମୟୂରଭଞ୍ଜ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରକୁ ସାହାଯ୍ୟ ପାଇବା ଆଶାରେ ଯାଇଥିବା ଦିବ୍ୟାଙ୍ଗ ସୁବ୍ରମଣ୍ୟମ ପାତ୍ରଙ୍କୁ ବାହାର ଜିଲାର ଲୋକ କହି ସୋମବାର...

ଗରିବଙ୍କୁ ଏମ୍ସରେ ମାଗଣା ଇକ୍‌ମୋ ଚିକିତ୍ସା

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଏଣିକି ଗରିବ ଲୋକଙ୍କୁ ଭୁବନେଶ୍ୱର ଏମ୍ସରେ ମାଗଣା ଇକ୍‌ମୋ ଚିକିତ୍ସା ଯୋଗାଇ ଦିଆଯିବ। ରାଶନକାର୍ଡ ଧାରୀ ଏବଂ ଗରିବ ଲୋକମାନଙ୍କୁ ମାଗଣାରେ ଏହି ଚିକିତ୍ସା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୫୧, ମୟୂରଭଞ୍ଜରୁ...

ଜବରଦଖଲରେ ସ୍ଲମ୍‌ କ୍ବାର୍ଟର୍ସ

କଟକ ଅଫିସ, ୨୦।୭:  କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ଯୋବ୍ରାରେ ଯୋବ୍ରା କ୍ବାର୍ଟର୍ସ ବା ସ୍ଲମ କ୍ବାର୍ଟର୍ସ ରହିଛି। ଏଠାରେ ୧୧୯ଟି କ୍ବାର୍ଟର୍ସ ଥିବାବେଳେ ୯୬ଟି...

Advertisement
Archives

Model This Week