ରାଜ୍ୟରୁ ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୦୮୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ଜଣ ରହିଥିବା ବେଳେ ସୁନ୍ଦରଗଡ଼, ମୟୂରଭଞ୍ଜ, ଗଞ୍ଜାମ, କଟକ ଜିଲାରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ ୧୪୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭୁବନେଶ୍ୱରରେ ୨ ପଜିଟିଭ୍‌ ଚିହ୍ନଟ: ଆପୋଲୋର ଜଣେ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପୁଣି ଭୁବନେଶ୍ୱରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲର ୨୫ ବର୍ଷୀୟ କର୍ମଚାରୀ ରହିଥିବା ବେଳେ ଅନ୍ୟ...

ନଳକୂପ ଖନନରେ ହେରାଫେରି ମାମଲା: ଆଜି ଲୋକାୟୁକ୍ତରେ ଚୂଡ଼ାନ୍ତ ଶୁଣାଣି

ଯାଜପୁର ଅଫିସ,୯ା୧: ଧର୍ମଶାଳା ବ୍ଲକ ସୁନ୍ଦରିଆ ପଞ୍ଚାୟତ ହରଦେଈପୁର ଗ୍ରାମରେ ଏକ ପାନୀୟ ଜଳ ପ୍ରକଳ୍ପ(ନଳକୂପ) ଖନନରେ ବ୍ୟାପକ ହେରାଫେରି ଅଭିଯୋଗ ଉପରେ ଗୁରୁବାର ଲୋକାୟୁକ୍ତରେ...

ନାକଚଣା ଦ୍ୱାରରେ ଦୁଇରଥ

ପୁରୀ ଅଫିସ, ୧୦ା୭: ହେରାପଞ୍ଚମୀରେ ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନ କରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି...

ଚଳିତ ବର୍ଷରୁ ମିଳିବ ଗରିମା ପୁରସ୍କାର: ‘ମୋ ସ୍କୁଲ’ ଅଭିଯାନରେ ୮୯୫୧ ସ୍କୁଲ ପାଇଛନ୍ତି ୮୯କୋଟି ଟଙ୍କା

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ ସ୍କୁଲଗୁଡ଼ିକରେ ଗୁଣାତ୍ମକ ଶିକ୍ଷା ବୃଦ୍ଧି କରିବା ଲାଗି ରାଜ୍ୟ ସରକାର ‘ମୋ ସ୍କୁଲ’ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଯୋଜନାର ମୂଳ ଲକ୍ଷ୍ୟ,...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୩୦ କରୋନା ଆକ୍ରାନ୍ତ

ଭୁବନେଶ୍ବର,୨୮।୨(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୪୩୦ ଜଣ...

ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ...

ଗୁରୁବାର ଓଡ଼ିଶା ଆସିବେ ନଡ୍ଡା, ଚାଲିଛି ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏଥିପାଇଁ ଭାଜପା ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଆସନ୍ତାକାଲି ସକାଳ...

ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ନୂଆବର୍ଷ ପାଳିବେନି। ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକରେ ବ୍ୟକ୍ତିଗତ ଶୋକ ପାଳନ କରୁଥିବାରୁ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି।...

Advertisement
Archives

Model This Week