ରାଜ୍ୟରୁ ପୁଣି ୬୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୭ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି। ୬୭ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୦ ଜଣ ଥିବା ବେଳେ ଜଗତସିଂହପୁରରୁ ୧୪, ଢେଙ୍କାନାଳରୁ ୮, ଯାଜପୁରରୁ ୬ , ବାଲେଶ୍ୱରରୁ ୫, ଅନୁଗୋଳ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏ, ଭଦ୍ରକ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏ ଏବଂ କେନ୍ଦୁଝର, ନବରଙ୍ଗପୁର, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

ବଙ୍ଗରେ ଚହଳ! ଟିଏମସିରେ ଫାଟ ଭିତରେ ବଡ଼ କଥା କହିଦେଲେ ମମତା, ଅଭିଷେକ ବାନାର୍ଜୀ

କୋଲକାତା,୧୫।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀ ବୁଧବାର ଏକ ବିଦ୍ରୋହ ମଧ୍ୟରେ ଅଭିଷେକ ବାନାର୍ଜୀଙ୍କୁ ସମର୍ଥନ ଜଣାଇଛନ୍ତି । ଟିଏମସିକୁ ପୁନଃଗଠନ…

ସେବାୟତଙ୍କୁ ଶ୍ରୀମନ୍ଦିର ସେବାରୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ

ପୁରୀ,୧୫ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିରରେ ନୀତି ସମ୍ପାଦନରେ ଶୃଙ୍ଖଳା ରକ୍ଷା ପ୍ରତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସର୍ବଦା ସର୍ବୋଚ୍ଚ ଗୁରୁତ୍ୱ ଦେଇଆସୁଛି। ବୁଧବାର ଉଭାପର୍ବରେ ନୀତିକାନ୍ତି ପାଳନ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri