ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ଶନିବାର କରୋନା ଆଉ ୬୮ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୭୬୫କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୫ ଜଣ ଅଛନ୍ତି। ଏହାବାଦ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୭ ଜଣ ଲେଖାଏ, ଜଗତସିଂହପୁରରୁ ୬, ଅନୁଗୋଳରୁ ଓ ମୟୂରଭଞ୍ଜରୁ ଜଣ ୫ ଲେଖାଏ, ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳରୁ ୩ ଜଣ ଲେଖାଏ, ନୟାଗଡ଼ରୁ ୨, ବୌଦ୍ଧ ଓ ପୁରୀ ଜିଲାରୁ ଜଣେ ଲେଖାଏ କରୋନାରେ ଆଖି ବୁଜିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି ଜିଲାପାଳଙ୍କୁ କରୋନା

ମାଲକାନଗିରି,୨୦ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ...

୩୦ରେ ପୂରିବ ସଂଶୋଧିତ ମୋଟରଯାନ ଆଇନ କୋହଳ ଅବଧି: ଡ୍ରାଇଭିଂ ଲାଇସେନ୍ସଧାରୀଙ୍କ ସଂଖ୍ୟା ୭ ଗୁଣ ବୃଦ୍ଧି

କଟକ ଅଫିସ, ୨୧।୧୧: ସଂଶୋଧିତ ମୋଟରଯାନ ଆଇନର କୋହଳ ଅବଧି ନଭେମ୍ବର ୩୦ରେ ପୂରିଯିବ। ଡିସେମ୍ବର ପହିଲାରୁ ରାଜ୍ୟରେ ପୁଣି ଏହି ଆଇନକୁ କଡ଼ାକଡ଼ି ଭାବେ...

ଦିଲ୍ଲୀରେ ବିଏସ୍‌ଏଫ୍‌ ଯବାନଙ୍କ କରୋନାରେ ମୃତ୍ୟୁ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ କରୋନା ସଙ୍କଟ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ ଦେଶବ୍ୟାପି ଲକ୍‌ଡାଉନ ଜାରି ରହିଥିଲେ ମଧ୍ୟ...

ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୭,୧୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଘରେ ବସି ଟିକସ ଦେଇପାରିବେ ଘର ମାଲିକ

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ସହରାଞ୍ଚଳରେ ବାସ କରୁଥିବା ଲୋକମାନଙ୍କୁ ସେମାନଙ୍କର ସମ୍ପତ୍ତି (ହୋଲ୍‌ଡିଂ) ଟିକସ ଦେବାକୁ ଏନ୍‌ଏସି, ମ୍ୟୁନିସିପାଲିଟି କିମ୍ବା ମହାନଗର ନିଗମ କାର୍ଯ୍ୟାଳୟକୁ ଦୌଡିବାକୁ ପଡିବ...

ଟ୍ରେନ୍‌ ଧକ୍କାରେ ମା’, ଝିଅ ମୃତ

ଯାଜପୁର ରୋଡ୍‌,୨୩।୧୧(ଡି.ଏନ୍‌.ଏ.): ଯାଜପୁର କେନ୍ଦୁଝର ରୋଡ୍‌ ରେଳ ଷ୍ଟେଶନ ନିକଟ ଅହମ୍ମଦନଗର ନିକଟରେ ଶନିବାର ହାଓ୍ବଡା-ପୁରୀ ପାସେଞ୍ଜର ଟ୍ରେନ୍‌ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ...

କିଚେନ ଗାର୍ଡେନ ଡେ’

ଭୁବନେଶ୍ୱର, ୨୬।୮(ଅସମାପିକା ସାହୁ): ଆଜି ଓ୍ବାର୍ଲଡ କିଚେନ ଗାର୍ଡେନ ଡେ’। ପ୍ରତିବର୍ଷ ଅଗଷ୍ଟ ଶେଷ ରବିବାର ଏହି ଦିବସ ଭାବେ ପାଳନ କରାଯାଏ। ଆଜିକାଲିର ଫ୍ୟାଶନ ଯୁଗରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଥିଲେ।...

Advertisement
Archives

Model This Week