ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୬୯କୁ ବୃଦ୍ଧି ପାଇଛି। ମୃତକ ଜଣକ ବଲାଙ୍ଗୀର ଜିଲାର। ତେବେ ଆଜି ରାଜ୍ୟରେ ୭,୦୭୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ ଯୋଗୁ ରାଜ୍ୟ ବାହାରେ ଫସି ରହିଛନ୍ତି ଓଡ଼ିଆ: ସହାୟତା ଲାଗି ପ୍ରବାସୀ ଓଡ଼ିଆ ସଂଗଠନକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୨୮।୨(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ସାରା ଦେଶରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏଥିରେ ହଜାର ହଜାର ସଂଖ୍ୟାରେ ଓଡ଼ିଆ ବାହାରେ ଫସି...

ପରଲୋକରେ ପୂର୍ବତନ ଏମ୍‌ପି ତ୍ରିଲୋଚନ କାନୁନଗୋ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଜଗତସିଂହପୁରର ପୂର୍ବତନ ଏମ୍‌ପି ତଥା କଟକ ପୌରପାଳିକାର ପ୍ରାକ୍ତନ ଅଧ୍ୟକ୍ଷ ଓ ବରିଷ୍ଠ ରାଜନେତା ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି। ଭୁବନେଶ୍ବରର ଏକ ଘରୋଇ...

ଆଜି ରାଜଧାନୀରୁ ୫୦ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୧୦

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ...

୯ ବର୍ଷରେ ଗଲାଣି ୩୩୧୫ ଜୀବନ

ଭୁବନେଶ୍ୱର, ୮।୯(ବ୍ୟୁରୋ): ବନ୍ୟା, ବାତ୍ୟା ଭଳି ବଜ୍ରପାତ ମଧ୍ୟ ରାଜ୍ୟରେ ଅନ୍ୟ ଏକ ଭୟଙ୍କର ବିପତ୍ତି ଭାବେ ଦେଖାଦେଇଛି। ପ୍ରତ୍ୟେକ ବର୍ଷ ବଜ୍ରପାତରେ ୩୦୦ରୁ ୪୦୦...

ବିନା ବେଦୀ, ମନ୍ତ୍ର ପାଠରେ ଆଦର୍ଶ ବିବାହ

ଭଦ୍ରକ ଅଫିସ,୧୭ା୭-ଭଦ୍ରକ ସହରର ଗାନ୍ଧୀପଡ଼ିଆସ୍ଥିତ ସୀତାରାମ କଲ୍ୟାଣମଣ୍ଡପରେ ବୁଧବାର ଏକ ଆଦର୍ଶ ବିବାହ ଅନୁଷ୍ଠିିତ ହୋଇଯାଇଛି। ଏହି ବାହାଘରରେ ନା ଥିଲା ଯୌତୁକ ନେଣଦେଣ, ନା...

ମମତାଙ୍କୁ ଛେନାପୋଡ,ରୂପା ତାରକସି କାରୁକାର୍ଯ୍ୟର ଉପହାର ଦେଲେ ନବୀନ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବିଶ୍ବ ନାରିକେଳ ଦିବସ ପାଳିତ: ଫନୀ କ୍ଷତିଗ୍ରସ୍ତ ନଡ଼ିଆଚାଷୀଙ୍କୁ କେନ୍ଦ୍ର ଦେବ ସହାୟତା

ଭୁବନେଶ୍ୱର, ୩।୯(ବ୍ୟୁରୋ): ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ନଡ଼ିଆ ଚାଷୀଙ୍କୁ କେନ୍ଦ୍ର ସରକାର ସହାୟତା ପ୍ରଦାନ କରିବେ। ଏଥିପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ ଲାଗି ରାଜ୍ୟ ସରକାରଙ୍କୁ...

ଅବପାତର ରୂପ ନେଇପାରେ ଲଘୁଚାପ

ଭୁବନେଶ୍ୱର,୨୫।୯(ଅନୁରାଧା ମହାରଣା):ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହା ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ...

Advertisement
Archives

Model This Week