ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୩୪କୁ ବୃଦ୍ଧି ପାଇଛି। ମୃତକ ଜଣକ ଭଦ୍ରକ ଜିଲାର। ତେବେ ଆଜି ରାଜ୍ୟରେ ୧୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମରେ ଚଢ଼ାଉ ବେଳେ ପୋଲିସ ହଟହଟା: ୨ ଅଫିସରଙ୍କ ସହ ୧୦ ପୋଲିସ ୫ଘଣ୍ଟା ଅଟକ

ଗୋପ,୭ା୮(ଡି.ଏନ୍‌.ଏ.)- ଗୋପ ଥାନା ପୋଲିସ ଗଁା ବିବାଦକୁ ନେଇ ବୀରତୁଙ୍ଗ ପଞ୍ଚାୟତ ଅଧୀନ ରେଢୁଆ ଗ୍ରାମକୁ ଚଢ଼ାଉ କରିବାକୁ ଯାଇ ହଟହଟା ହୋଇଛି। ବିନା ମାମଲାରେ...

ବିଧାନସଭା ସମ୍ମୁଖରେ ମା’ଙ୍କ ବେକରେ ଛୁରି ଲଗାଇଲେ ପୁଅ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ବିଧାନସଭାର ସୁରକ୍ଷା ବଳୟ ବାହାରେ ଗୁରୁବାର ଏକ ଅଭାବନୀୟ  ଘଟଣା  ଘଟିଛି।  ଜଣେ ଯୁବକ ତାଙ୍କ ମା’ଙ୍କ ବେକରେ ଛୁରୀ ଲାଗାଇ ହତ୍ୟା ଧମକ...

୧୨ ହଜାର ବାୟୁସେନା କର୍ମଚାରୀଙ୍କ ଚାକିରି ଯିବ, ନେଇ ନାହାନ୍ତି କରୋନା ଟିକା…

ଓ୍ବାଶିଂଟନ,୩୧।୧୦: ଆମେରିକାର ୧୨ ହଜାର ବାୟୁସେନା କର୍ମଚାରୀଙ୍କୁ ଚାକିରିରୁ ବାହାର କରିବାକୁ ଯୋଜନା ଆରମ୍ଭ ହୋଇଛି। ସମ୍ପୃକ୍ତ କର୍ମଚାରୀମାନେ କରୋନା ଟିକା ନେଇ ନଥିବାରୁ ଏଭଳି...

ଲଗାଣ ବର୍ଷା, ଦୁଇ ନଦୀର ଜଳସ୍ତର ବଢୁଛି

ମାଲକାନଗିରି,୧୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମୋଟୁ ସୀମାନ୍ତରେ ଥିବା...

ଯାଜପୁରକୁ ଟପି ଶୀର୍ଷରେ ଗଞ୍ଜାମ: ଦିନକରେ ୪୩ ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୭୧ରେ ପହଞ୍ଚିଲା

ଭୁବନେଶ୍ୱର,୮।୫(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ। ଗୋଟିଏ ଦିନରେ ଗଞ୍ଜାମରେ ୪୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇସାରିଛନ୍ତି। ଏହାକୁ ନେଇ ଏବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ...

ଏସ୍‌ଓଏସ୍‌ଏସ୍‌ ସଂସ୍ଥା ଓଡ଼ିଶା ମୁଖ୍ୟ ଗିରଫ

ବ୍ରହ୍ମପୁର ଅଫିସ/ ଭୁବନେଶ୍ୱର,୧।୪(ବ୍ୟୁରୋ): ସକ୍ସେସ୍‌ ଅନ୍‌ଲାଇନ୍‌ ସର୍ଭିସ୍‌ ସିଷ୍ଟମ୍‌ (ଏସ୍‌ଓଏସ୍‌ଏସ୍‌) ଚିଟଫଣ୍ଡ ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଇଓଡବ୍ଳ୍ୟୁ (ଅର୍ଥନେତିକ ଅପରାଧ ଶାଖା) ଟିମ୍‌ ବ୍ରହ୍ମପୁର ଲୋଚାପଡ଼ା...

ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ...

ବାବା ରାମଦେବଙ୍କ କରୋନା ଔଷଧକୁ ନେଇ ବଢୁଛି ଅଡୁଆ

ଡେରାଡୁନ,୨୪।୬: ଯୋଗଗୁୁରୁ ବାବା ରାମଦେବଙ୍କ ଆୟୁର୍ବେଦ ସଂସ୍ଥା ପତଞ୍ଜଳି ମଙ୍ଗଳବାର କରୋନା ମହାମାରୀର ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ନେଇ ସ୍ପଷ୍ଟ କରିବା ସହ...

Advertisement
Archives

Model This Week