CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ; ଅଛନ୍ତି ଗଞ୍ଜାମରୁ ୩, ଖୋର୍ଦ୍ଧାରୁ ୨

ଭୁବନେଶ୍ୱର, ଛତ୍ରପୁର, ୪।୭(ବ୍ୟୁରୋ/ଡି.ଏନ୍‌.ଏ.): ଶନିବାର ରାଜ୍ୟରେ କରୋନା ଆକ୍ରାନ୍ତରେ ଆଉ ୫ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି। ତେବେ ଗଞ୍ଜାମ ଜିଲାର ୩ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୫୦, ୨୭ ଓ ୩୫। ୫୦ ବର୍ଷୀୟ ବ୍ୟକ୍ତି ଡାଇବେଟିସ ରୋଗରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେହିପରି ଗଞ୍ଜାମର ମୃତକ ଦ୍ୱୟ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୫୧ ଓ ୬୪। ୫୧ ବର୍ଷୀୟ ବ୍ୟକ୍ତି ଯକ୍ଷ୍ମା ରୋଗରେ ଏବଂ ୬୪ ବର୍ଷୀୟ ବ୍ୟକ୍ତି ଡାଇବେଟିସ ରୋଗରେ ଆକ୍ରାନ୍ତ ଥିଲେ।
ତେବେ ନୂଆ ମୃତକଙ୍କୁ ମିଶାଇ ଗଞ୍ଜାମ ଜିଲାରେ ମୃତ୍ୟୁ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି। ସେହିପରି ଖୋର୍ଦ୍ଧା ଜିଲାରେ ମୃତ୍ୟୁ ସଂଖ୍ୟା ୭ ଛୁଇଁଛି। ଏବେସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧିବଦ୍ଧ ଭାବେ ସତ୍ୟଭୂଷଣଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନକୁ ନେଇ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ସତ୍ୟଭୂଷଣ ସାହୁଙ୍କୁ ବିଧିବଦ୍ଧ ଭାବେ ଦଳ ପ୍ରାର୍ଥୀ କରିଛି। ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ଅନୁମୋଦନ...

ଗାଁରେ ପହଞ୍ଚିଲେ ୨୩ ପ୍ରବାସୀ ଓଡିଆ

ବନ୍ତ,୫।୫(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ୍‌ ସମୟରେ ଅନ୍ୟ ରାଜ୍ୟରେ ଥିବା ପ୍ରବାସୀ ଓଡିଆ ମାନେ ଏବେ ବସ୍‌ ଯୋଗେ ଆସି ନିଜ ଗ୍ରାମରେ ପହଞ୍ଚିଥିବାର ଦେଖାଯାଇଛି। ଭଦ୍ରକ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଶିକ୍ଷକଙ୍କ ପ୍ରାଣଗଲା

ରୂପ୍‌ସା,୧୦।୨(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ କାଟୁଳିଡ଼ିହା ଗ୍ରାମରେ ଶୁକ୍ରବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ମୃତ ଶିକ୍ଷକ...

ଗାଁ ପ୍ରବେଶ ପଥ ସିଲ୍‌ କଲେ ଗ୍ରାମବାସୀ

ଲାଠୋର, ୧୦ା୪(ଡି.ଏନ.ଏ.) – ଦିନକୁ ଦିନ କରୋନା ସଂକ୍ରମଣ ଭୟାବହତା ବଢି ଚାଲିଥିବାରୁ ଲୋକ ଭୟଭୀତ ହୋଇ ପଡିଛନ୍ତି। କାଳେ ସେମାନଙ୍କ ଗାଁ କରୋନା ପ୍ରଭାବିତ...

ଏସୀୟ ରାଷ୍ଟ୍ରରେ ହେବ ଓଡ଼ିଶା ପର୍ଯ୍ୟଟନର ପ୍ରଚାର

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ୨୦୨୨ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ...

ଜୁନ୍‌ ୧୭ରୁ ଓଜେଇଇ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଚଳିତ ବର୍ଷ ଜୁନ ୧୭ରୁ ୨୪ ମଧ୍ୟରେ ଓଜେଇଇ ଅନୁଷ୍ଠିତ ହେବ। ତେବେ କମ୍ପ୍ୟୁଟର ବେସ୍ଡ ପରୀକ୍ଷା ନେଇ ଓଜେଇଇ କର୍ତ୍ତୃପକ୍ଷ ଗୁରୁବାର ସୂଚନା...

ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ

ଆନନ୍ଦପୁର,୨୮।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁରରେ ବିଧାୟକଙ୍କ ଦ୍ୱାରା ରବିବାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ଆନନ୍ଦପୁର ପୌରପରିଷଦର ଜଳଯୋଗାଣ ହୋଇ ନ ଥିବା ଅବଶିଷ୍ଟାଂଶକୁ...

ହିତାଧିକାରୀଙ୍କୁ ଘରେ ଦିଆଗଲା ଭତ୍ତା

ତିର୍ତ୍ତୋଲ, ୨୭।୩ (ଡି.ଏନ୍‌.ଏ.)- କରୋନା ପାଇଁ ସମସ୍ତ ଭତ୍ତା ହିତାଧିକାରୀଙ୍କୁ ଆଗୁଆ ୪ ମାସର ଭତ୍ତା ପ୍ରଦାନ ପାଇଁ ସରକାର ଘୋଷଣା କରିଛନ୍ତି। ଏ ନେଇ...

Advertisement
Archives

Model This Week