ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କେନ୍ଦୁଝରରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କଟକରୁ ୩ ପଜିଟିଭ ଚିହ୍ନଟ: ଅଛନ୍ତି ୨ କ୍ୱାରାଣ୍ଟାଇନ, ୧ ସ୍ଥାନୀୟ ଅଞ୍ଚଳର

କଟକ ଅଫିସ, ୬।୭: କଟକ ସହରରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ କ୍ୱାରାଣ୍ଟାଇନରେ ଥିବା ବେଳେ ଅନ୍ୟ ଜଣେ...

ଚାଲିଥିଲା କଂଗ୍ରେସ କର୍ମୀ ସମ୍ମିଳନୀ: ବିନ୍ଧିଲା ମହୁମାଛି

କୁଆଁରମୁଣ୍ଡା,୪।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିକଟସ୍ଥ ଡାଇରେକ୍‌ଟର୍ସ ବଙ୍ଗଳାରେ ବୁଧବାର କଂଗ୍ରେସ କର୍ମୀ ସମ୍ମିଳନୀ ଆୟୋଜନ ହୋଇଥିଲା। ଏହି ସମୟରେ ନିକଟ ଜଙ୍ଗଲରୁ ମହୁମାଛି ଉଡ଼ିଆସି...

ବଲାଙ୍ଗୀରରେ ଟଣା ହେବନି ରଥ

ବଲାଙ୍ଗୀର ଅଫିସ,୧୬।୬: ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବକି ନାହିଁ ସେ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲା...

ଆଜି ଚିତାଲାଗି ଅମାବାସ୍ୟା

ପୁରୀ ଅଫିସ, ୨୦ା୭: ସୋମବାର ଚିତାଲାଗି ଅମାବାସ୍ୟା। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତାଲାଗି ନୀତି ସମ୍ପନ୍ନ ହେବ। ଦାରୁ ବିଗ୍ରହଙ୍କୁ ଦଇତାପତି ସେବକମାନେ...

ଜାଗା ଦେବାକୁ ରାଜି ହେଲେନି ବୋଲି: ୨ ଭଉଣୀଙ୍କୁ ମାଡ଼ମାରି ଗଛରେ ବାନ୍ଧିଲେ ଭାଇ

କୁଜଙ୍ଗ,୯ା୧(ଡି.ଏନ.ଏ.): ସମ୍ପତ୍ତି ଲୋଭରେ ୨ ଭାଇ ତାଙ୍କ ମା’ ଓ ଦୁଇ ଭଉଣୀଙ୍କୁ ମାଡ଼ମାରିବା ସହ ଗଛରେ ବାନ୍ଧିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବାପରେ...

ପୁଣି ବିପଦ ଘନେଇଲା, ୫୮ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

ଏନ୍‌ଟିଏସ୍‌ଇ ସ୍କଲାରଶିପ୍‌ ପରୀକ୍ଷା:ସାନଭି ସନ୍ଦିପିକା କୃତକାର୍ଯ୍ୟ

ତାଳଚେର, ୭|୯(ନି.ପ୍ର.)ଏନ୍‌ଟିପିସି ଦ୍ୱାରା ପରିଚାଳିତ କଣିହାଁ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ମେଧାବୀ ଛାତ୍ରୀ ସାନଭି ସନ୍ଦିପିକା ପ୍ରଧାନ ସର୍ବଭାରତୀୟ ସ୍କଲାରଶିପ୍‌ ପରୀକ୍ଷା ଏନଟିଏସ୍‌ଇରେ କୃତକାର୍ଯ୍ୟ...

ଆଜି ରାଜ୍ୟରୁ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୯୬ ଶିଶୁ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା...

Advertisement
Archives

Model This Week