ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୨୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ମୟୂରଭଞ୍ଜ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ଦୁଇ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri