ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୨୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ମୟୂରଭଞ୍ଜ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ଦୁଇ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଆଉ ୫ ପୋଲିସ କରୋନା ପଜିଟିଭ

ନୂଆଦିଲ୍ଲୀ,୨୦।୪: ରାଜଧାନୀ ଦିଲ୍ଲୀରେ ଏବେ ଚିନ୍ତା ବଢାଇଛି କରୋନା ଭାଇରସ। ଦିନକୁ ଦିନ ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସୋମବାର ଚାନ୍ଦନି...

୩ ଦିନ ବର୍ଷା

ଭୁବନେଶ୍ୱର,୪।୧୦: ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏପରି କି ପୂର୍ବ ବିହାର, ପଶ୍ଚିମବଙ୍ଗ...

ନଭେମ୍ବରରେ ଦ୍ୱିତୀୟ କିସ୍ତି କାଳିଆ ଟଙ୍କା ମିଳିବା ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ‘କାଳିଆ ଯୋଜନା’ର ଦ୍ୱିତୀୟ କିସ୍ତି ଟଙ୍କା ନଭେମ୍ବରରେ ପ୍ରଦାନ କରାଯିବ। ଏନେଇ ଘୋଷଣା କରାଯିବା ପରେ ଉଭୟ ଭାଜପା ଏବଂ କଂଗ୍ରେସ ନେତାମାନେ...

ଫଟା ପାଇପ୍‌ରେ ପାନୀୟ ଜଳ ଯୋଗାଣ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି

ପରଜଙ୍ଗ, ୧୦।୧(ଡି.ଏନ.ଏ.)- ‘ଜଳ ହିଁ ଜୀବନ’। ଜଳ ସଂରକ୍ଷଣ ବାର୍ତ୍ତା ଘରେ ଘରେ ପହଞ୍ଚାଇବାକୁ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା। ହେଲେ ଗ୍ରାମାଞ୍ଚଳରେ ଏହା କେବଳ...

କଲେଜ ପରିଚାଳନା କମିଟିରେ ରହିବେ ନାହିଁ ରାଜନେତା: ମନ୍ତ୍ରୀ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଏଣିକି ଡିଗ୍ରୀ କଲେଜ ପରିଚାଳନା କମିଟିରେ ରାଜନେତା ରହିବେ ନାହିଁ। ପୂର୍ବରୁ ସ୍ଥାନୀୟ ବିଧାୟକ ପରିଚାଳନା କମିଟିର ସଭାପତି ରହୁଥିବା ବେଳେ ଏବେ କେବଳ...

ଅମାନିଆଙ୍କୁ ସାବାଡ଼ କଲା ପୋଲିସ: ଅପରାହ୍ନ ୧ଟା ସୁଦ୍ଧା ୮୪୭ ବାଇକ୍‌ ଜବତ

ଭୁବନେଶ୍ୱର,୬।୪(ବ୍ୟୁରୋ): କରୋନା (କୋଭିଡ୍‌-୧୯)ର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଆହୁରି କଡ଼ାକଡ଼ି କରିବା ପାଇଁ ରାଜ୍ୟ ସରକାର ୪୮...

୨୨ରେ ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସ ନେତା: ତାରା କହିଲେ ‘ପିସିସି ସଭାପତି ପରିବର୍ତ୍ତନ ନ କରିବାକୁ କହିବୁ’

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ କଂଗ୍ରେସର ସମସ୍ତ ନେତାଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ଆସନ୍ତା ୨୨ରେ ନେତାମାନେ ଦିଲ୍ଲୀ ଯିବେ। ଦଳର ହାଇକମାଣ୍ଡଙ୍କ ପାଖରୁ ଏହି ଡାକରା ଆସିଥିବା...

ଜଗା ଦର୍ଶନ ପାଇଁ ଦରକାର ନାହିଁ କୋଭିଡ୍‌ ସାର୍ଟିଫିକେଟ

ପୁରୀ ଅଫିସ, ୧୪।୨: ୨ ବର୍ଷ ପରେ ପୁରୀ ଶ୍ରୀମନ୍ଦିର ଦର୍ଶନ ପାଇଁ କୋହଳ ହୋଇଛି କରୋନା କଟକଣା । ଏଣିକି ଜଗା ଦର୍ଶନ ପାଇଁ...

Advertisement
Archives

Model This Week