ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, ଅନୁଗୋଳ ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛ।

 


Enter your email to get our daily news in your inbox.

All Right Reserved By Dharitri.Com

୩ଜଣଙ୍କଠାରୁ ୧୧ଲକ୍ଷ ଠକେଇ

ଭୁବନେଶ୍ୱର,୧୭।୭ (ବ୍ୟୁରୋ): ରାଜଧାନୀରେ ପୁଣି ବଡ଼ଧରଣର ସାଇବର ଠକେଇ। ସାଇବର ଅପରାଧୀମାନେ ୩ଜଣଙ୍କଠାରୁ ୧୧ଲକ୍ଷ ଟଙ୍କା ଠକି ନେଇଛନ୍ତି। ଖାରବେଳନଗର ଥାନା ଅଞ୍ଚଳର ଜଣେ ବ୍ୟାଙ୍କ୍‌...

ବର୍ଷା କି ପବନ ହେବ ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ବାତ୍ୟା ‘ଅସାନି’ ଆଉ ମାତ୍ର ଦେଢ଼ରୁ ଦୁଇ ଘଣ୍ଟା ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଓ ମଛଲିପଟ୍ଟନମ ନିକଟରେ ଉପକୂଳ ଛୁଇଁବ। ଏହାପରେ ଡାହାଣକୁ ଗତିପଥ...

ପିଏମ୍‌ଏଜିଓ୍ବାଇରେ ୨୦ ଗ୍ରାମ ଚିହ୍ନଟ

ଢେଙ୍କାନାଳ ଅଫିସ, ୧୪।୩ ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲା ଉନ୍ନୟନ ସମନ୍ବୟ ଓ ପର୍ଯ୍ୟାଲୋଚନା କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି।...

ସଂରକ୍ଷିତ ଲିଫ୍ଟରେ ଧସେଇ ପଶୁଛନ୍ତି ଲୋକେ

ଭୁବନେଶ୍ୱର,୩୦(ବ୍ୟୁରୋ): ବଜେଟ୍‌ରେ ବ୍ୟୟ ଅଟକଳ ବଢ଼ାଇ ନୂଆ ଟ୍ରେନ, ଟ୍ରାକ୍‌ ଓ ଷ୍ଟେଶନକୁ ଚକାଚକ୍‌ କରିବାରେ ଲାଗିଛି ଭାରତୀୟ ରେଳବାଇ। ହେଲେ ଷ୍ଟେଶନ ଓ ଟ୍ରେନ...

ସଶକ୍ତୀକରଣ ରାସ୍ତା ଦେଖାଇଲା ‘ଜଜ୍‌ବା’

ବ୍ରହ୍ମପୁର ଅଫିସ୍‌,୧୭ା୯-ଦୃଢ଼ମନା ଯୁବପିଢ଼ିଙ୍କ ବିନା କୌଣସି ଦେଶ ସଶକ୍ତ ହୋଇପାରିବ ନାହିଁ। ଏଣୁ ଅଧିକରୁ ଅଧିକ ଯୁବତୀ ଯୁବକଙ୍କୁ ସଶକ୍ତୀକରଣ କରାଇବାର ଆବଶ୍ୟକତା ରହିଛି। ଯୁବପିଢି...

ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ଅଟକି ରହିଛନ୍ତି ୩୩ଶ୍ରମିକ

ଖପ୍ରାଖୋଲ, ୧ା୪(ଡି.ଏନ.ଏ.): ସାରା ଦେଶରେ କରୋନା ଭୁତାଣୁ ସଂକ୍ରମଣ ରୋକିବାକୁ ଆଠ ଦିନ ହେଲା ଲକ ଡାଉନ। ଏହି ସମୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ...

୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୭(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା ଓ କନ୍ଧମାଳ...

ଲଘୁଚାପ ସୃଷ୍ଟି, ଅଧିକାଂଶ ଜିଲାରେ ବର୍ଷା

ଭୁବନେଶ୍ୱର,୪।୧୦(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

Advertisement
Archives

Model This Week