ରାଜ୍ୟରେ କରୋନା ନେଲା ଆଉ ୭ ମୁଣ୍ଡ: କେବଳ ଏହି ଜିଲାରୁ…

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୮୮କୁ ବୃଦ୍ଧି ପାଇଛି। ଏହି ୭ ମୃତକଙ୍କ ମଧ୍ୟରୁ ରାୟଗଡ଼ା ଜିଲାରୁ ୨ ଜଣ ଥିବା ବେଳେ ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଅଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରଜରାଜନଗର ଉପନିର୍ବାଚନ:ସମସ୍ତ ୧୪ ନାମାଙ୍କନପତ୍ର କାଏମ

ଝାରସୁଗୁଡ଼ା ଅଫିସ, ୧୨ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସମୁଦାୟ ୧୪ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗୁରୁବାର ଯାଞ୍ଚ ପରେ ସମସ୍ତ ନାମାଙ୍କନପତ୍ର କାଏମ ରହିଛି...

ଆବାସ ଯୋଜନାରେ ମିଳୁନି ବିଲ୍‌: ଜିଲାପାଳଙ୍କୁ ଫେରାଦ ହେଲେ ହିତାଧିକାରୀ

ପାଲଲହଡ଼ା, ୫ା୧୧(ଡି.ଏନ.ଏ.) ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇ ଘର ନିର୍ମାଣ କରିଥିବା ଅନୁଗୋଳ ଜିଲା କଣିହାଁ ବ୍ଲକ ଗଣ୍ଡମାଳା ପଞ୍ଚାୟତର ହିତାଧିକାରୀମାନେ ବିଲ୍‌ ମିଳୁ...

ଚର୍ମବିଣ୍ଡି ରୋଗ ନେଇ ଲାଗିବ କଟକଣା

ଭୁବନେଶ୍ବର, ୫।୪(ବ୍ୟୁରୋ): ରାଜ୍ୟର କିଛି ଅଞ୍ଚଳରେ ଗୋମହିଷାଦିଙ୍କ ମଧ୍ୟରେ ଗତବର୍ଷ ସେପ୍ଟେମ୍ବରରୁ ଚର୍ମବିଣ୍ଡି ରୋଗ ଦେଖାଦେଇଛି। ବର୍ତ୍ତମାନ ସ୍ଥିତିରେ ଗୋମହିଷାଦିଙ୍କ କିଣାବିକା ଏବଂ ରାଜ୍ୟ ଭିତରେ...

୨୮ରେ କଂଗ୍ରେସ ପ୍ରତିଷ୍ଠା ଦିବସ

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଭାରତୀୟ ଜାତୀୟ କଂଗ୍ରେସ ତା’ର ୧୩୮ତମ ପ୍ରତିଷ୍ଠା ଦିବସ ଆସନ୍ତା ଡିସେମ୍ବର ୨୮ ତାରିଖରେ ପାଳନ କରିବ। ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି...

୨ ଡାକ୍ତରଙ୍କୁ ଆକ୍ରମଣ ଉଦ୍ୟମ ଅଭିଯୋଗ

ବରୀ,୨୭ା୪(ସ୍ବ.ପ୍ର.): ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି)ର ୨ଜଣ ଡାକ୍ତରଙ୍କୁ ସୋମବାର ପୂର୍ବାହ୍ନରେ ଜଣେ ବ୍ୟକ୍ତି ଅଶ୍ଳୀଳ ଭାଷାରେ ଗାଳିଗୁଳଜ କରିବା ସହିତ ଆକ୍ରମଣ ଉଦ୍ୟମ କରିଥିବା ବରୀ...

ପଶ୍ଚିମବଙ୍ଗ ଗଲେ ଅଗ୍ନିଶମ ବିଭାଗ, ଓଡ୍ରାଫର ୪୦ ଟିମ୍‌

ବାଲେଶ୍ୱର ଅଫିସ, ୨୫।୫-ମହାବାତ୍ୟା ଅମ୍ପନ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସେଠାରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ସହଯୋଗର ହାତ ବଢାଇଛି । ମୁଖ୍ୟମନ୍ତ୍ରୀ ନବୀନ...

ମାଛ ଧରୁଥିବା ବେଳେ ଯୁବକଙ୍କୁ ଟାଣିନେଲା କୁମ୍ଭୀର, ମିଳୁନି ପତ୍ତା

ବରୀ,୩ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ତନ୍ତୀ ଘାଇ ଶାଖା ଚିଙ୍ଗୁଡ଼ିଆ ନାଳରେ ଏକ କୁମ୍ଭୀର ଜଣେ ଯୁବକଙ୍କୁ ବୁଧବାର ଟାଣି ନେଇଛି। ସେ ହେଲେ...

ଏହି ରାଜ୍ୟରେ ଶୁଭାରମ୍ଭ ହେଲା ପ୍ଲାଜମା ଆପ୍‌

ନୂଆଦିଲ୍ଲୀ,୨।୭: କରୋନା ରୋଗୀଙ୍କ ପାଇଁ ଦିଲ୍ଲୀ ଏମ୍ସ ଡାକ୍ତର ଓ ଆଇଆଇଟି ଇଞ୍ଜିନିୟର ମିଳିତ ଭାବେ ଏକ ପ୍ଲାଜମା ଆପ୍‌ ତିଆରି କରିଛନ୍ତି। ମାତ୍ର ଗୋଟିଏ...

Advertisement
Archives

Model This Week