ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୪୪୬କୁ ବୃଦ୍ଧି ପାଇଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୪୪୬କୁ ବୃଦ୍ଧି ପାଇଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...
ଭୁବନେଶ୍ବର,୨୧।୧୨: ଭୁବନେଶ୍ୱର ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...
ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...
ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...
ମୁମ୍ବାଇ,୨୧ା।୧୨: ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...
ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...
ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...
କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...
