ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୪୪୬କୁ ବୃଦ୍ଧି ପାଇଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମିଶନ ଶକ୍ତି ମେଳା’ରେ ମୁଖ୍ୟମନ୍ତ୍ରୀ: ୫୦୦ ଟଙ୍କା ଦେଇ କିଣିଲେ ଜୁଏଲାରି ବାକ୍ସ, ବ୍ୟାଗ୍‌

ଭୁବନେଶ୍ୱର,୧୨।୧୨(ବ୍ୟୁରୋ) : ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଚାଲିଥିବା ପ୍ରଥମ...

କରୋନା ଭ୍ୟାକ୍ସିନ ଆସିବା ପରେ ବି ବଦଳାନ୍ତୁ ନାହିଁ ନିଜର ବ୍ୟବହାର: ବିଶେଷଜ୍ଞ

ନୂଆଦିଲ୍ଲୀ,୨ ।୧: ଦେଶରେ କୋଭାସିଲ୍ଡକୁ ବିଶେଷଜ୍ଞ ସମିତି ପକ୍ଷରୁ ଅନୁମତି ମିଳିବା ପରେ ସମସ୍ତେ ଏକ ପ୍ରକାର ଖୁସି ଅଛନ୍ତି କହିଲେ ଚଳେ । ହେଲେ...

ଭାଜପାର କରୋନା ଭ୍ୟାକ୍ସିନ ଉପରେ ଭରସା ନାହିଁଁ : ଅଖିଳେଶ

ଲକ୍ଷ୍ନୌ,୨ ।୧: କରୋନା ମହାମାରୀକୁ ନେଇ ରାଜନୀତି ମୁଣ୍ଡ ଟେକିବା ଏକ ସାଧାରଣ କଥା ଥିବା ବେଳେ ଏବେ ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତର...

ଏସ୍‌ଟିଏଫ୍‌ ଉପରକୁ ଗୋଚାଲାଣକାରୀଙ୍କ ଗୁଳିମାଡ଼

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୮ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ ନଂ. ଜାତୀୟ ରାଜପଥ ଦେଇ ପ୍ରତିଦିନ ପଶ୍ଚିମବଙ୍ଗକୁ ବେଆଇନ ଭାବେ ଗୋଚାଲାଣ କରାଯାଉଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏସ୍‌ଟିଏଫ୍‌ ଟିମ୍‌...

ଚାନ୍ଦବାଲିରେ ହାଇଓ୍ବା-ବାଇକ୍‌ ମୁହାଁମୁହିଁ

ଭଦ୍ରକ ଅଫିସ,୫।୧୨: ଭଦ୍ରକ-ଚାନ୍ଦବାଲି ରାସ୍ତାର ନଛିପୁର ଛକ ନିକଟରେ ଗୁରୁବାର ସକାଳେ ଟ୍ରକ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ...

ରତ୍ନସିଂହାସନରୁ ପଥର ଉଭାନ

ପୁରୀ ଅଫିସ,୮ା୭: ଶ୍ରୀମନ୍ଦିର ରତ୍ନସିଂହାସନରୁ ଖଣ୍ଡିଏ ପଥର ଗାଏବ କରିଦିଆଯାଇଛି। ଏନେଇ ଏକ ସଙ୍ଗିନ ଅଭିଯୋଗ ଆଣିଛନ୍ତି ସେବାୟତ ଈପ୍‌ସିତ ପ୍ରତିହାରୀ। ମଙ୍ଗଳବାର ଗଣମାଧ୍ୟମକୁ ସୂଚନା...

ଗାଧୋଇବା ବେଳେ ବ୍ରାହ୍ମଣୀରେ ବୁଡ଼ି ଯାଇଥିଲେ, ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ,୨୪।୫(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ନବୋଦୟ ବିଦ୍ୟାଳୟ ନିକଟ ବ୍ରାହ୍ମଣୀ ନଦୀର ଘାଟରେ ଗୁରୁବାର ଅପରାହ୍ନରେ ବୁଡ଼ି ଯାଇ ନିଖୋଜ...

ଆରମ୍ଭ ହେଲା ଭୁବନେଶ୍ୱର-ସୁରଟ ବିମାନ ଟିକେଟ ବୁକିଂ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ସୁରଟ ବିମାନ ଯାତ୍ରା ପାଇଁ ଏୟାର ଇଣ୍ଡିଆ ଟିକେଟ ବୁକିଂ ଆରମ୍ଭ କରିଛି। ଜାନୁୟାରୀ ୨୦ରୁ ଏହି ବିମାନ ସେବା ଆରମ୍ଭ...

Advertisement
Archives

Model This Week