କରୋନାରେ ଆଖି ବୁଜିଲେ ସହକାରୀ ବ୍ରାଞ୍ଚ ପୋଷ୍ଟ ମାଷ୍ଟର

ପାଟଣା,୨୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତ ଯମୁନା ଗାଁ ପୋଷ୍ଟ ଅଫିସରେ ସହକାରୀ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟ କରୁଥିବା ଗୁରୁ ଚରଣ ମହାପାତ୍ର(୫୫)ଙ୍କର ରବିବାର ରାତିରେ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଗୁରୁ ଚରଣଙ୍କ ଗତ ସୋମବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ସେ ଘରେ ଆଇସୋଲେଶନରେ ରହି ଚିକିତ୍ସିତ ହେଉଥିଲେ। ବ୍ଲକ ପ୍ରଶାସନ ପକ୍ଷରୁ ତହସିଲଦାର ତାପସ ରଞ୍ଜନ ଦେହୁରୀ ଓ ବିଡିଓ ଈଶ୍ୱର ଚନ୍ଦ୍ର ନାଏକ ଘଟଣାସ୍ଥଳରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri