କରୋନା ନେଲା ଔଷଧ ଦୋକାନୀଙ୍କ ଜୀବନ: ଗଭୀର ଶୋକ ପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡର ବହୁ ପୁରୁଣା ସାହୁ ମେଡିକାଲ ଷ୍ଟୋର ମାଲିକ ସୀମାଞ୍ଚଳ ସାହୁଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ଗତ କିଛିଦିନ ହେଲା ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ଦିଗପହଣ୍ଡି ବିଧାୟକ ତଥା ବିଧାନସଭା ବାଚସ୍ପତି ଡ.ସୂର୍ଯ୍ୟନାରାୟଣ ପାତ୍ର ଗଭୀର ଶୋକ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ତାଙ୍କ ପରଲୋକରେ ଶନିବାର ଖେମୁଣ୍ଡି ଅଞ୍ଚଳର ସମସ୍ତ ଔଷଧ ଦୋକାନ ବନ୍ଦ ରହଛି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରଣାରେ ଛଟପଟ ସନ୍ତୋଷ

ବଇଣ୍ଡା,୧୭।୧୦(ଡି.ଏନ.ଏ.)- ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ...

ଏମ୍‌ପି ଅନୁଭବ-ମନୋଜିତ କଳି: ଏସ୍‌ଡିଜେଏମ୍‌ କୋର୍ଟରେ ବୟାନ ରେକର୍ଡ

କଟକ ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଛାତ୍ର ବିଜେଡି ନେତା ମନୋଜିତ ଦାସ ଏସ୍‌ଡିଜେଏମ୍‌ କୋର୍ଟରେ ଏକ କମ୍ପ୍ଲେନ କେସ୍‌ ଦାଏର କରିଥିଲେ।...

ଜିଲା ପ୍ରଶାସନ ପକ୍ଷରୁ ମେଡିକାଲ ଉପରେ ଅଚାନକ ଚଢାଉ

ଯାଜପୁର,୨୯।୧୧(ନି.ପ୍ର.): ଯାଜପୁର ରୋଡ଼ ମେଡିକାଲରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଅଚାନକ ଚଢାଉ ହୋଇଛି। ୫-ଟିକୁ ତ୍ୱରାନ୍ବିତ କରିବାପାଇଁ ଏହି ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ...

ଲକ୍ଷ୍ମୀଦତ୍ତ ହତ୍ୟା ମାମଲା : ୨ ଜଣଙ୍କ ଜାମିନ ଆବେଦନ, ୨୩ରେ ଶୁଣାଣି

ଛତ୍ରପୁର,୪ା୧୦(ଡି.ଏନ.ଏ.): ଛତ୍ରପୁର ଏନ୍‌ଏସିର ତତ୍କାଳୀନ ବିଜେଡି କାଉନ୍‌ସିଲର ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ୨୦୧୭ ସେପ୍ଟେମ୍ବର ୧୬ରେ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା ା...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଟିକିରି, ୨୯।୪(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା କାଶୀପୁର ବ୍ଲକ ବାଙ୍କମ୍ବା ପଞ୍ଚାୟତ ମାଙ୍କଡଝୋଲା ଗ୍ରାମସ୍ଥିତ ଏକ ଆମ୍ବ ଗଛରୁ ଟିକିରି ପୋଲିସ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର...

ଖରିଫ ଚାଷ ପାଇଁ ଜମିକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର, ୭।୬ (ବ୍ୟୁରୋ)- ଅଦିନିଆ ବର୍ଷା ସହ କୁଆପଥର ମାଡରେ ରବି ଧାନ ସହିତ ପନିପରିବା, ଡାଲି, ଫଳ ଜାତୀୟ ଫସଲ ନଷ୍ଟ ହୋଇଥିଲା। ଏଥିଯୋଗୁ...

କଟକରୁ ୩ ପଜିଟିଭ ଚିହ୍ନଟ: ଅଛନ୍ତି ୨ କ୍ୱାରାଣ୍ଟାଇନ, ୧ ସ୍ଥାନୀୟ ଅଞ୍ଚଳର

କଟକ ଅଫିସ, ୬।୭: କଟକ ସହରରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ କ୍ୱାରାଣ୍ଟାଇନରେ ଥିବା ବେଳେ ଅନ୍ୟ ଜଣେ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ପାଟଣାଗଡ, ୯ା୪(ଡି.ଏନ.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ପାଟଣାଗଡ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଳିଫ ପାଣ୍ଠିକୁ ସହାୟତା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *