ଆଜି ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪, ଗଜପତି, ସୁନ୍ଦରଗଡ଼, ନୟାଗଡ଼ ଏବଂ ଖୋର୍ଦ୍ଧାରୁ ଜଣେ ଲେଖାଏ ଅଛନ୍ତି। ଗଞ୍ଜାମରୁ ଜଣେ ୮୧ ବର୍ଷୀୟ ବୃଦ୍ଧ, ୭୩ ବର୍ଷୀୟ ବୃଦ୍ଧ, ୪୯ ଏବଂ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ୮୧ ବର୍ଷୀୟ ବୃଦ୍ଧ ଜଣଙ୍କ ଡାଇବେଟିସ୍‌ ରୋଗରେ ପୀଡ଼ିତ ଥିବା ବେଳେ ୭୩ ବର୍ଷୀୟ ବୃଦ୍ଧ ଜଣଙ୍କ ମଧ୍ୟ ଡାଇବେଟିସ୍‌ ଏବଂ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ। ସେହିପରି ଗଜପତିରୁ ଜଣେ ୫୮ ବର୍ଷୀୟା ମହିଳାଙ୍କ ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ର କରୋନା ଆକ୍ରାନ୍ତ ଜଣଙ୍କ ଡାଇବେଟିସ୍‌ ରୋଗରେ ପୀଡ଼ିତ ଥିଲେ। ନୟାଗଡ଼ର ୮୨ ବର୍ଷୀୟା ବୃଦ୍ଧା ଜଣଙ୍କ ଡାଇବେଟିସ୍‌, ଉଚ୍ଚ ରକ୍ତଚାପ ସହ ଅନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ। ଖୋର୍ଦ୍ଧା ଜିଲାରୁ ଜଣେ ୭୯ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ ସହ ଅନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଥିବା ବେଳେ ୧୯,୭୪୫ ସୁସ୍ଥ ହୋଇଛନ୍ତି। ୧୧,୯୧୮ ଚିକିତ୍ସିତ ହେଉଛନ୍ତି। ୧୭୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri