ବଢ଼ୁଛି ପିଲାଙ୍କ ଚିନ୍ତା: ରାଜ୍ୟରେ ଆଉ ୨ ଶିଶୁକନ୍ୟାଙ୍କ ଜୀବନ ନେଲା କରୋନା

ଭୁନନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନାରେ ପୁଣି ଆଉ ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସେହି ୨ ଶିଶୁକନ୍ୟା ମଧ୍ୟରୁ ଜଣେ ମୟୂରଭଞ୍ଜ ଜିଲାର ୫ ମାସର ହୋଇଥିବା ବେଳେ ଅନ୍ୟ ଜଣେ କଟକ ଜିଲାର ୧୨ ଦିନର ଶିଶୁକନ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର, ପାରାମେଡିକାଲ କର୍ମଚାରୀ ଆବଶ୍ୟକ କଲା ସ୍ବାସ୍ଥ୍ୟବିଭାଗ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ମୁକାବିଲା ଲାଗି ଡାକ୍ତର ଓ ପାରାମେଡିକାଲ କର୍ମଚାରୀ ଆବଶ୍ୟକ କଲା ରାଜ୍ୟ ସ୍ବାସ୍ଥ୍ୟବିଭାଗ। ୩ ମାସ ପାଇଁ ଚୁକ୍ତି ଭିତ୍ତିରେ ଡାକ୍ତର, ନର୍ସ,...

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କଲେ ସରକାର

ଭୋପାଳ,୧୯।୪: କରୋନା ଯୁଦ୍ଧରେ ହାରିଗଲେ ଇନ୍ଦୋରର ପୋଲିସ ଇନ୍ସପେକ୍ଟର ଦେବେନ୍ଦ୍ର କୁମାର। ତାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୋକ ପ୍ରକାଶ କରିବା...

କେବଳ ପଞ୍ଜୀକୃତ ସଂସ୍ଥାଙ୍କୁ ମିଳିବ ବିଜ୍ଞାପନ ସୁବିଧା

ଭୁବନେଶ୍ୱର, ୩୦।୧୦ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସହରର ସ୍ବଚ୍ଛତା ଏବଂ ସୌନ୍ଦର୍ଯ୍ୟକୁ ଅଧିକ ଗୁରୁତ୍ୱ ଦେଉଥିବାବେଳେ ବିଜ୍ଞାପନକୁ ବ୍ୟବସ୍ଥିତ କରିବାକୁ ଅଣ୍ଟା ଭିଡିଛି।...

ଯାଜପୁରରୁ ଚିହ୍ନଟ ନୂଆ ୧୪ ଆକ୍ରାନ୍ତ କଟିକଟା ଅଞ୍ଚଳର: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲାରେ ଚିହ୍ନଟ ହୋଇଥିବା ସମସ୍ତ ୧୪ ନୂଆ ଆକ୍ରାନ୍ତ କଟିକଟା ଅଞ୍ଚଳର। ପୂର୍ବରୁ ଏଠାରେ ୬ଟି କେସ୍‌ ବାହାରିଥିଲା। ସେମାନେ ପଶ୍ଚିମବଙ୍ଗ ଫେରନ୍ତା...

ଆଜି ସ୍ପଷ୍ଟ ହେବ ବାତ୍ୟା ସ୍ଥିତି

ଭୁବନେଶ୍ୱର,୮।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇ ଧୀରେ ଧୀରେ...

ଭାଜପାରେ ରାଜ୍ୟ ପରିଷଦ ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ସଭାପତି ପଦ ପାଇଁ ଦିଲ୍ଲୀ ଦୌଡୁଛନ୍ତି ନେତା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାଜପାର ରାଜ୍ୟ ସଭାପତି ଚୟନ ଚଳିତ ମାସ ଶେଷସୁଦ୍ଧା ଶେଷ ହେବ। ଏଥିପାଇଁ ଦଳର ସାଙ୍ଗଠନିକ ନିର୍ବାଚନ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି। ଦଳ...

ସୁବର୍ଣ୍ଣପୁରରେ ପାଣ୍ଡିଆନଙ୍କ କାରକେଡ଼କୁ ଅଣ୍ଡାମାଡ଼

ସୋନପୁର,୪।୭(ମୃତ୍ୟୁଞ୍ଜୟ ଶତପଥୀ): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପଣ୍ଡିଆନ ମଙ୍ଗଳବାର ଦିନିକିଆ ସୁବର୍ଣ୍ଣପୁର ଜିଲା ଗସ୍ତରେ ଆସିଛନ୍ତିl ପାଣ୍ଡିଆନ ଭୁବନେଶ୍ୱରରୁ...

ବନ୍ୟାରେ ଜିଲା କୃଷି ଅର୍ଥନୀତି ବିପନ୍ନ

କେନ୍ଦ୍ରାପଡ଼ା ଅଫିସ,୨୨ା୮: ମହାନଦୀରେ ବନ୍ୟା ପାଣି କେନ୍ଦ୍ରାପଡ଼ା ଜିଲାର କୃଷି ଅର୍ଥନୀତିକୁ ବିପନ୍ନ କରି ଦେଇଛି। ଜିଲାର ୭ ବ୍ଲକର ୪୧ ପଞ୍ଚାୟତରେ ବନ୍ୟାଜଳ ଜମି...

Advertisement
Archives

Model This Week