ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୦୬କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା...
ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...
ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍ ବିଶ୍ୱକପ୍ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...
ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...