ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୦୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ୩ ଜଣ କନ୍ଧମାଳ ଜିଲାର ରହିଛନ୍ତି। ଏହା ସହିତ ଆଜି ୧୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ ହେଲେ ରାଜୁ ଘିବେଲା

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଧାମନଗ ପରେ ପଦ୍ମପୁର ଉପନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ସିଟ୍‌ରେ ବାଜିମାତ କରିବା ଲାଗି ରାଜ୍ୟର ୩ ପ୍ରମୁଖ ଦଳ...

ଆଜି କାମଚଳା ବଜେଟ୍‌ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ବିଧାନସଭାରେ ବୁଧବାର କାମଚଳା ବଜେଟ୍‌ ଆଗତ ହେବ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କାମଚଳା ବଜେଟ୍‌ ଉପସ୍ଥାପନ କରିବେ...

୨୩ରେ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆସନ୍ତା ଡିସେମ୍ବର ପହିଲାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ ୨୬ଟି କାର୍ଯ୍ୟ ଦିବସ...

ନିଟ୍‌କୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିଭାବକ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ଏନଟିଏ) ତରଫରୁ ମେଡିକାଲ କଲେଜରେ ନାମଲେଖା ପାଇଁ ଅନୁଷ୍ଠିତ ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା...

ସବୁଠୁ ତତଲା ଟିଟିଲାଗଡ

ଭୁବନେଶ୍ୱର,୨୩।୫(ବ୍ୟୁରୋ)-ରାଜ୍ୟର ୧୨ ସହରର ତାପମାତ୍ର ଶନିବାର ୪୧ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ବଲଙ୍ଗୀର ଜିଲା ଟିଟିଲାଗଡ଼ରେ ସର୍ବାଧିକ ୪୫.୫ ଡିଗ୍ରୀ ତାପମାତ୍ର...

ବିଜେଡି, ଭାଜପା ବିରୋଧରେ ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ବର, ୧୨ା୮(ସୁନିତ୍‌ ମିଶ୍ର): ୧୭ ମିଳିତ ବିରେଧୀ ଦଳର ଏକ ରାଜନୈତିକ ସମ୍ମିଳନୀ ଭୁବନେଶ୍ୱରଠାରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର...

ମାଓବାଦୀ ପ୍ରବଣ ଜିଲାରୁ ମୁକ୍ତହେଲା ଅନୁଗୋଳ: ଏସ୍‌ଆର୍‌ଇ ପ୍ରତ୍ୟାହାର ନେଇ ଏସ୍‌ପିଙ୍କ ସୂଚନା

ଅନୁଗୋଳ ଅଫିସ, ୧୦।୭: ଅନୁଗୋଳରେ ଗତ ୫ ବର୍ଷରେ ୯ଥର ମାଓବାଦୀ କାର୍ଯ୍ୟକଳାପ ଦେଖାଦେଇଛି। ସେଥିମଧ୍ୟରୁ ୬ଥର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ...

ନବୀନଙ୍କ ୫ମ ପାଳିରେ ‘ବନ୍ଦେ ଉତ୍କଳ ଜନନୀ’କୁ ମିଳିବ ରାଜ୍ୟ ସଙ୍ଗୀତ ମାନ୍ୟତା: ଦିଲୀପ ଦାଶଶର୍ମା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ୫ମ ଥର ଲାଗି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ଉତ୍କଳ ସମ୍ମିଳନୀ ପକ୍ଷରୁ ତାଙ୍କୁ ଅଭିନନ୍ଦନ ଜଣାଯାଇଛି। ସମ୍ମିଳନୀର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ...

Advertisement
Archives

Model This Week