ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୦୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ୩ ଜଣ କନ୍ଧମାଳ ଜିଲାର ରହିଛନ୍ତି। ଏହା ସହିତ ଆଜି ୧୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ ଘରୁ ଡାକିନେଇ ବଳାତ୍କାର ପରେ ହତ୍ୟା

କେନ୍ଦୁଝର,୨୪ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଜଣେ ଶିଶୁ କନ୍ୟାଙ୍କ ଗଳିତ ମୃତଦେହ ଜବତ ହେବାର ଦିନକ ପରେ ପୁଣି ଜଣେ ଯୁବତୀଙ୍କୁ ଘରୁ ଡାକିନେଇ ହତ୍ୟା କରାଯିବା...

ଜଗା ସୁସ୍ଥ, ପୂର୍ବପରି ରହିଛି କାଳିଆ ଅବସ୍ଥା:କିଛି ମାସ ଚିକିତ୍ସା ପରେ ଜଗା ସ୍କୁଲ ଯିବ

କଟକ ଅଫିସ, ୧୦।୯: କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର କଟକ ଏସ୍‌ସିବି ମେଡିକାଲରେ ପହଞ୍ଚତ୍ବା ପରେ ଚିକିତ୍ସା ଆରମ୍ଭ ହୋଇଯାଇଛି। ୧୪ ଜଣିଆ...

ମହାପ୍ରଭୁଙ୍କ ପ୍ରତି ଅସମ୍ମାନ:ତୁଳସୀ ମାଳ ପକାଇ ଶ୍ରୀମନ୍ଦିର ପ୍ରରିକ୍ରମା କଲେ ସାଧୁ

ପୁରୀ ଅଫିସ, ୨୮ା୭: ଶ୍ରୀକ୍ଷେତ୍ର ମାଟିରେ ପୁଣି ଶ୍ରମନ୍ଦିର ସମ୍ମୁଖରେ ମହାପ୍ରଭୁଙ୍କ ପ୍ରତି ଅସମ୍ମାନ। କଳା ଠାକୁରଙ୍କ ଶ୍ରୀମସ୍ତକରେ ଶୋଭା ପାଉଥିବା ତୁଳସୀ ମାଳକୁ ବେକରେ...

ପରଲୋକରେ ମନୋଜ ପଣ୍ଡା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ଲେଖକ ମନୋଜ କୁମାର ପଣ୍ଡାଙ୍କର ଗୁରୁବାର ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା...

ଆଇନଜୀବୀଙ୍କୁ ମିଳିବ ୫ହଜାର ସହାୟତା

କଟକ ଅଫିସ,୩୧।୭: କରୋନା ଯୋଗୁ ପ୍ରଭାବିତ ହୋଇଥିବା ଆଇନ୍‌ଜୀବୀଙ୍କୁ ୫ହଜାର ଟଙ୍କା ଲେଖାଏ ସହାୟତା ଦିଆଯିବ। ଏ ନେଇ ବୁଧବାର ଜରୁରିକାଳୀନ ଆର୍ଥତ୍କ ସହାୟତା କମିଟି...

ଅବସର ଦିବସର ୩ ଦିନ ପୂର୍ବରୁ ଲାଞ୍ଚନେଇ ଧରାପଡ଼ିଲେ ଡିଇଓ

କେନ୍ଦ୍ରାପଡା ଅଫିସ, ୨୭।୭: କେନ୍ଦ୍ରାପଡ଼ା ଜିଲା ଶିକ୍ଷାଧିକାରୀ ସଞ୍ଜୀବ କୁମାର ସିଂହଙ୍କର ଆସନ୍ତା ୩୧ ତାରିଖ ଚାକିରି କାର୍ଯ୍ୟକାଳର ଶେଷ ଦିବସ। ଏହାର ୩ ଦିନ...

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୬ ବଗି

କୋରାପୁଟ,୧୧ା୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଭେଜା ନିକଟରେ ଗୁରୁବାର ବିଳମ୍ବିତ ରାତିରେ କୋରାପୁଟ ଷ୍ଟେଶନଠାରୁ ୨୫ କିମି ଦୂରରେ ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି...

ମାନସ ସ୍ବାଇଁ ହତ୍ୟା ମାମଲା: ଆଶ୍ରମରେ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୭।୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମାଲରେ ରବିବାର ଭୁବନେଶ୍ୱରର ଏକ ଆଶ୍ରମରେ କ୍ରାଇମବ୍ରାଞ୍ଚର ଟିମ୍‌ ଛାନବିନ କରୁଛି। କେମତି ମର୍ଡର ପ୍ଲଟ ରଚା ଯାଇଥିଲା?...

Advertisement
Archives

Model This Week