ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ୩ ଜଣ ସୁନ୍ଦରଗଡ଼ ଜିଲାର ରହିଛନ୍ତି। ଏହା ସହିତ ଆଜି ୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?