ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ, ଏବଂ ନୂଆପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?