ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଜନିତ ଶନିବାର ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୨ଜଣ ଗଞ୍ଜାମର ୬୦ ଓ ୬୩ ବର୍ଷୀୟ ପୁରୁଷ ହୋଇଥିବା ବେଳେ ଅନ୍ୟଜଣକ ଗଜପତି ଜିଲାର ୪୮ ବର୍ଷୀୟ ମହିଳା ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri