ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୮୩କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ ଥିବା ବେଳେ କଟକରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟ୍‌ ବୈଠକରେ ୧୬ ପ୍ରସ୍ତାବ ଅନୁମୋଦନ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ଇତିମଧ୍ୟରେ ଶେଷ ହୋଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମନ୍ତ୍ରୀମାନେ ଯୋଗ ଦେଇଥିଲେ। ଉକ୍ତ...

୧୯ ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୩।୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଶନିବାଠାରୁ କିଛି ଜିଲାରେ ପ୍ରବଳ ବର୍ଷା ହେବାର...

୪୭ ଆମ୍ବୁଲାନ୍ସ ସେବା ଶୁଭାରମ୍ଭ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭର୍ଚୁଆଲ ମୋଡରେ ଗୁରୁତର ରୋଗୀଙ୍କ ପରିବହନ ପାଇଁ ୪୭ଟି ଲାଇଫ...

ପିଏମ୍‌ କେୟାର୍ସ ଫଣ୍ଡକୁ ୫୧ଲକ୍ଷ ଟଙ୍କା ଦାନ କଲେ ପୂର୍ବତନ ବିଚାରପତି

ନୂଆଦିଲ୍ଲୀ,୧।୪: କରୋନା ଭାଇରସ୍‌ ବିରୋଧରେ ଜାରି ରହିଥିବା ଲଢ଼େଇରେ ସାରା ଦେଶରୁ ସହାୟତାର ହାତ ବଢ଼ିଛି। ଇତିମଧ୍ୟରେ ସୁପ୍ରମିକୋର୍ଟର ପୂର୍ବତନ ବିଚାରପତି ଦୀପକ ବର୍ମା ବୁଧବାର...

ବଗଲାକୁ ନେଇ ରାସ୍ତାକୁ ଓହ୍ଲାଇଲା କଂଗ୍ରେସ

ପୂରୀ ଅଫିସ, ୨୫।୮: ବଗଲା ଧର୍ମଶାଳା ଜମି ବିବାଦ ଦିନକୁ ଦିନ ଅଧିକ ତୀବ୍ର ହେଉଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିଭିନ୍ନ ରାଜନୈତିକ ଦଳ ବିରୋଧ...

ବାସୁଦେବପୁରରୁ ୨ ଜଣଙ୍କ ଜୀବନ ନେଲା କରୋନା

ପଦ୍ମପୁର,୨୧।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତର ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଛତିଶଗଡ଼ରେ ଏକ କମ୍ପାନୀରେ କାମ କରୁଥିବା ବେଳେ ଉଭୟ...

ମିଶନ ରାଣୀ ପର୍ବ ଆରମ୍ଭ

ବ୍ରହ୍ମପୁର ଅଫିସ,୧୯ା୧୧- ବ୍ରହ୍ମପୁର କୁଇନ ମିଶନ କ୍ୟାଥଲିକ ଚର୍ଚ୍ଚରେ ଯୀଶୁଙ୍କ ମା’ ମେରିଆଙ୍କ ନବଦିନ ବ୍ୟାପୀ ମିଶନ ରାଣୀ ପର୍ବ ସୋମବାରରୁ ଆରମ୍ଭ ହୋଇଛି। ଅନ୍ତିମ...

ଅଦରକାରୀ, ପୁରୁଣା ସାମଗ୍ରୀରେ ବାଇକ୍‌ ତିଆରି କଲେ ନବମ ଶ୍ରେଣୀ ଛାତ୍ର

ଆନନ୍ଦପୁର : ଜଣେ ନବମ ଶ୍ରେଣୀ ଛାତ୍ର ନିଜସ୍ବ ଜ୍ଞାନକୌଶଳ ବଳରେ ତିଆରି କରିଛନ୍ତି ଏକ ବାଇକ୍‌। ଏହି ବାଇକ୍‌କୁ ନେଇ ସମଗ୍ର କେନ୍ଦୁଝର ଜିଲା...

Advertisement
Archives

Model This Week