ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୯୬କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୯୬କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…
କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…
ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍ପାଟ୍ ହେଉଛି। ବିଚ୍ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…
ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…
ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…
ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…