ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୧୧କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ାରୁ ଜଣେ ଥିବା ବେଳେ ନୂଆପଡ଼ା ଜିଲାରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୧୧କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ାରୁ ଜଣେ ଥିବା ବେଳେ ନୂଆପଡ଼ା ଜିଲାରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…
ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…
ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…
ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…
ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…
ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…
କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…
ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ…