
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୫୫କୁ ବୃଦ୍ଧି ପାଇଛି। ମୃତକ ଦ୍ୱୟ ଖୋର୍ଦ୍ଧା ଓ ଗଞ୍ଜାମ ଜିଲାର। ତେବେ ଆଜି ରାଜ୍ୟରେ ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୫୫କୁ ବୃଦ୍ଧି ପାଇଛି। ମୃତକ ଦ୍ୱୟ ଖୋର୍ଦ୍ଧା ଓ ଗଞ୍ଜାମ ଜିଲାର। ତେବେ ଆଜି ରାଜ୍ୟରେ ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ପୁରୀ ଅଫିସ, ୨୦ା୭: ସୋମବାର ଚିତାଲାଗି ଅମାବାସ୍ୟା। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତାଲାଗି ନୀତି ସମ୍ପନ୍ନ ହେବ। ଦାରୁ ବିଗ୍ରହଙ୍କୁ ଦଇତାପତି ସେବକମାନେ...
ଛତ୍ରପୁର, ୨୧।୪( ଡି.ଏନ୍.ଏ.): ଗଞ୍ଜାମ ଜ଼ିଲାର ବହୁ ଲୋକ ଓଡ଼ିଶା ବାହାରେ ଅଛନ୍ତି। ମେ’ ୩ ତାରିଖ ପରେ ଲକ୍ଡାଉନ ଉଠିବା ପରେ ସେମାନେ ଗଞ୍ଜାମ...
ଲଣ୍ଡନ,୧୧।୫: ବ୍ରିଟେନ୍ରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲୋକଙ୍କୁ ଆସନ୍ତା ୨୦୨୪ ପର୍ଯ୍ୟନ୍ତ ସାମାଜିକ ଦୂରତା ନିୟମ ମାନିବାକୁ...
ନୂଆଦିଲ୍ଲୀ, ୪ ।୪: କରୋନା ସଂକ୍ରମଣ ବିରୋଧରେ ଏକଜୁଟ ହେବା ପାଇଁ ରବିବାର ରାତ୍ର ୯ଟାଠାରୁ ୯ ମିନିଟ୍ ପାଇଁ ଲାଇଟ୍ ଅଫ୍ କରି ଦୀପ,...
ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୧୯ ମସିହା ପାଇଁ ୩୧ତମ ‘ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର’ ଓ ୮ମ ‘ରାଜ୍ୟ...
ତାଳଚେର,୩୦ା୧୧ (ନି.ପ୍ର.)- ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ଦାବି ନେଇ ଛେଣ୍ଡିପଦା ବ୍ଲକ ଆମ୍ବପାଳ ଗ୍ରାମବାସୀଙ୍କ ପକ୍ଷରୁ ସୋମବାର ହିଙ୍ଗୁଳା କୋଇଲା ଖଣି ସମ୍ମୁଖରେ ଆନ୍ଦୋଳନ...
କଟକ ଅଫିସ,୯ା୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଗୁରୁବାର କଟକ ବମ୍ଫକୁଦର ଏକ ଆବାସିକ ଛାତ୍ରାବାସରୁ ୧୩ ଜଣ କରୋନା ପଜିଟିଭ୍...
ଭୁବନେଶ୍ୱର,୨।୧(ବ୍ୟୁରୋ): କମିଶନରେଟ ପୋଲିସର ଦ୍ୱାଦଶ ପ୍ରତିଷ୍ଠା ଦିବସ ଗୁରୁବାର ଓଏସ୍ଏସ୍ ସପ୍ତମ ବାଟାଲିୟନ ଗ୍ରାଉଣ୍ଡରେ ପାଳନ କରାଯାଉଛି। ଏହି ଅବସରରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ...