ଆଜି ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୨୦୦ ଟପିଲା

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା, ଅନୁଗୋଳ, ଗଜପତି ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଯାଜପୁର, ମୟୂରଭଞ୍ଜରୁ ଦୁଇଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଭଦ୍ରକ, ଢେଙ୍କାନାଳ,ମାଲକାନଗରି, ନବରଙ୍ଗପୁର ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୮୮୭ରେ ପହଞ୍ଚିଥିବା ବେଳେ ୨,୫୭,୦୪୧ ଜଣ ସୁସ୍ଥ ହୋଇଛନ୍ତି। ୧୯,୫୭୯ ଜଣ ଚିକିତ୍ସିତ ହେଉଛନ୍ତି। ୧୨୧୪ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri