ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ଆଉ ୬୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୬ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ରୁ ୧୦, କେନ୍ଦୁଝରରୁ ୪ ଏବଂ ଯାଜପୁରରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଏବଂ ପୁରୀ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୯,୬୯,୧୮୫ରେ ପହଞ୍ଚିଥିବା ବେଳେ ୯,୪୫,୧୭୭ଜଣ ସୁସ୍ଥ ହୋଇଛନ୍ତି। ୧୮,୩୮୧ ଜଣ ଚିକିିତ୍ସିତ ହେଉଛନ୍ତି। ୫,୫୭୪ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ: ଅପରାଧ ପୃଷ୍ଠଭୂମିର ତଥ୍ୟ ଦେବେ ପ୍ରାର୍ଥୀ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ବାଲେଶ୍ୱର ସଦର ଏବଂ ଜଗତସିଂହପୁର ଜିଲାର ତିର୍ତ୍ତୋଲରେ ହେବାକୁ ଥିବା ବିଧାନସଭା ଉପନିର୍ବାଚନ ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ସେମାନଙ୍କ ପ୍ରାର୍ଥୀଙ୍କ ଆପରାଧିକ ପୃଷ୍ଠଭୂମି ସମ୍ପର୍କରେ...

ଟିକା ନେବା ତାଲିକାରେ ମୃତ ନର୍ସଙ୍କ ନାମ

ଲକ୍ଷ୍ନୌ,୧୩।୧: ପ୍ରଥମ ପର୍ଯ୍ୟାୟରେ କରୋନା ଟିକାକରଣ ପାଇଁ ପ୍ରସ୍ତୁତ ହୋଇଥିବା ତାଲିକାରେ କେତେକ ଅନିୟମିତତା ସମ୍ପର୍କରେ ଜଣାପଡ଼ିଛି। ଉତ୍ତରପ୍ରଦେଶରେ ଟିକା ନେବା ତାଲିକାରେ ମୃତ ନର୍ସଙ୍କ...

କ’ଣ ସବୁ ଖୋଲା ରହିବ ଲକ୍‌ଡାଉନରେ

ଭୁବନେଶ୍ବର,୨।୫: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ମେ’୫ରୁ ୧୯ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକଡାଉନ ଅବଧି ମଧ୍ୟରେ ଏହି...

ପୁଣି ଅଳିଆଗଦାରେ ନାଗ ମୂର୍ତ୍ତି

ପୁରୁଣା ଭୁବନେଶ୍ୱର,୨୨ା୧୧(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରୁ ନାଗ ମୂର୍ତ୍ତି ଏଣେତେଣେ ଫିଙ୍ଗିବା ଏବଂ ଅନ୍ୟ ପାର୍ଶ୍ୱ ଦେବଦେବୀ ଅବକ୍ଷୟ ହେବା ପୁଣି ପାର୍ଶ୍ୱ ଦେବଦେବୀଙ୍କୁ ନିର୍ଦ୍ଦିଷ୍ଟ...

ଯାଜପୁର ଜିଲାରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ : ବ୍ରହ୍ମବରଦା ଅଞ୍ଚଳ ସିଲ

ଯାଜପୁର ଅଫିସ/ରସୁଲପୁର,୪।୪(ଡି.ଏନ.ଏ.)-ଯାଜପୁର ଜିଲା ବ୍ରହ୍ମବରଦାରେ ଶୁକ୍ରବାର ରାତିରେ ଜଣେ କରୋନା ଭାଇରସ ସଂକ୍ରମିତ ହୋଇଥିବା ଜଣାପଡିଛି। ଏହାପରେ ବ୍ରହ୍ମବରଦା ଅଞ୍ଚଳକୁ ସିଲ କରି ଦିଆଯାଇଛି ବୋଲି...

ଆଖି ବୁଜିଲେ ବଳାତ୍କାର ଶିକାର ନାବାଳିକା

ବାରିପଦା ଅଫିସ, ୩ା୫: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ବଳାତ୍କାର ପୀଡିତାଙ୍କ ଚିକିତ୍ସାଧୀନ ଅବସ୍ଥାରେ ସୋମବାର...

ବାୟୁ ପ୍ରଦୂଷଣ: ଅରେଞ୍ଜ ଜୋନ୍‌ରେ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲାରେ ଖଣି ନାହିଁ। ଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇ ନ ଥିବା ବେଳେ ରେଳରୁ ଧୂଅଁା ବାହାରୁ ନାହିଁ। ଏହାସତ୍ତ୍ୱେ ବାୟୁର...

୫ ଦିନରେ ୧.୫୬ କୋଟିରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

କଟକ ଅଫିସ, ୧୩।୪: କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଓଡିଶା ପୋଲିସ ପକ୍ଷରୁ ରବିବାର ସ୍ପେଶାଲ ଡ୍ରାଇଭ କରାଯାଇ ୫ ଦିନ ମଧ୍ୟରେ ୧ .୫୬...

Advertisement
Archives

Model This Week