Posted inଜାତୀୟ

ଆଇଆଇଏମ୍‌ ଅହମଦାବାଦରେ ୭୦ କରୋନା ସଂକ୍ରମିତ ଚିହ୍ନଟ

ଅହମଦାବାଦ,୩୦।୩: ଦେଶରେ ପୁଣି କରୋନା ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦ ହଜାରରୁ ଊର୍ଦ୍ଧ୍ୱ ରହୁଛି। ଏସବୁ ଭିତରେ ଆଇଆଇଏମ୍‌ ଅହମଦାବାଦରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁଜୁରାଟର ଅହମ୍ମଦାବାଦ ପୌରପାଳିକାର ଡେପୁଟି ହେଲଥ ଅଫିସର ଡକ୍ଟର ମେହୁଲ ଆଚାର୍ଯ୍ୟ କହିଛନ୍ତି ଯେ, ସହରରେ ଥିବା ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ (ଆଇଆଇଏମ) ରେ କରୋନା ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୭୦କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନଟକ, ଛତିଶଗଡ ଏବଂ ଗୁଜରାଟର ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣର ୫୬,୨୦୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୭୧ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ଏକ କୋଟି ୨୦ ଲକ୍ଷ ୯୫ ହଜାର ୮୫୫କୁ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?