ଲକ୍ଷେ ମୁହାଁ କରୋନା: ଗୋଟିଏ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୮ ହଜାର ଟପିଲା

ନୂଆଦିଲ୍ଲୀ,୨୯।୩: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଏବେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ମୁହାଁ ହୋଇଛି। ଦେଶରେ ଲଗାତାର ତୃତୀୟ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୮ ହଜାର ୨୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨୯୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ପ୍ରତିଦିନ ୬ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ଏହି ଧାରା ଜାରି ରହିଲେ ଆଉ ସପ୍ତାହେ ମଧ୍ୟରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଯିବାର ଆଶଙ୍କା ରହିଛି। ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଯୋଗୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତିି। ଜାନୁୟାରୀ ୧୬ରୁ ଦେଶବ୍ୟାପୀ ଆରମ୍ଭ ହୋଇଥିବା ଟିକାକରଣ ଅଭିଯାନରେ ଇତିମଧ୍ୟରେ ୬ କୋଟି ୫ ଲକ୍ଷ ୩୦ ହଜାର ୪୩୫ ଜଣଙ୍କର ଟିକାଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ୫ ରାଜ୍ୟର ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ,୮।୧: ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ତାରିଖ ଆଜି ଅପରାହ୍ନ ୩ଟା ୩୦ରେ ଘୋଷଣା କରାଯିବ। ତେବେ ନିର୍ବାଚନ ଆୟୋଗ ତାରିଖ ଘୋଷଣା...

କରୋନା ମୁକାବିଲାର ଯୋଦ୍ଧା ଏସ୍‌ଆଇ ନାରାୟଣ: ‘ଆଗେ ରାଜସେବା, ପଛେ ପିତୃସେବା’

କଟକ ଅଫିସ,୧୦।୪: ‘ଯଦି କର୍ତ୍ତବ୍ୟକୁ ସମ୍ମାନ ଜଣାଇବ, ତାହେଲେ କାହାକୁ ସାଲ୍ୟୁଟ ମାରିବାକୁ ପଡ଼ିବନି.. କର୍ତ୍ତବ୍ୟରେ ହେଳା କଲେ, ସମସ୍ତଙ୍କୁ ସାଲ୍ୟୁଟ ମାରିବାକୁ ହୁଏ’। ପୂର୍ବତନ...

ଅନନ୍ତନାଗରେ ଏନ୍‌କାଉଣ୍ଟର: ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୧୧।୩: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସେମାନେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର ସଦସ୍ୟ ବୋଲି ଜଣାପଡ଼ିଛି। ସେନା, ସିଆର୍‌ପିଏଫ୍‌ ଏବଂ...

ଗୋରଖନାଥ ମନ୍ଦିରରେ ଚଢ଼ାଗଲା ୧୧କୁଇଣ୍ଟାଲ ଲଡୁ

ଲକ୍ଷ୍ନୌ,୨୫।୩: ଯୋଗୀ ଆଦିତ୍ୟନାଥ ମାର୍ଚ୍ଚ ୨୫ରେ ପୁଣି ଥରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ୟୁପିରେ ଦୀର୍ଘ ୩୫ବର୍ଷ ପରେ କୌଣସି ଏକ...

ସମ୍ପର୍କ ବୃଦ୍ଧି ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧ା୬(ପି.ଟି.): କେନ୍ଦ୍ର ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଆସିଥିବା ବିମ୍‌ଷ୍ଟେକ୍‌ (ବେ ଅଫ୍‌ ବେଙ୍ଗଲ ଇନିସିଏଟିଭ୍‌ ଫର ମଲ୍ଟି-ସେକ୍ଟରାଲ ଟେକ୍‌ନିକାଲ ଆଣ୍ଡ ଇକୋନୋମିକ୍‌ କୋଅପରେଶନ)...

କୋଭିଡ୍‌ ହସ୍ପିଟାଲରେ ନିଆଁ, ଜଳିଗଲେ ୫୦ ଆକ୍ରାନ୍ତ…

ବାଗଦାଦ୍‌,୧୩।୭: କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୫୦ ଜଣ ଆକ୍ରାନ୍ତ ଜଳି ଯାଇଛନ୍ତି। ଇରାକ୍‌ର ଦକ୍ଷିଣରେ ଥିବା ନସିରିଆ ସହରରେ ଥିବା ଏକ ହସ୍ପିଟାଲରେ ଏଭଳି...

ବେଡ୍‌ ଓଦା କରିବାରୁ ନାବାଳକକୁ ନିର୍ଯ୍ୟାତନା ଦେଲେ ଦମ୍ପତି

ଥାନେ,୧।୩ : ମହାରାଷ୍ଟ୍ରର ଥାନେ ସହରରେ ବେଡ୍‌ ଓଦା କରିବା କାରଣରୁ ଜଣେ ୯ ବର୍ଷୀୟ ନାବାଳକ ଉପରେ ଅକଥନିୟ ଅତ୍ୟାଚାର କରିଛନ୍ତି ଜଣେ ପୁରୁଷ...

ନୂଆ କରୋନା ଅଇନ ନେଇ ଲୋକଙ୍କ ପକ୍ଷରୁ ପ୍ରଦର୍ଶନ…

ଆମେଷ୍ଟରଡମ୍‌,୨୦।୧୧: ନେଦରଲାଣ୍ଡରେ ଟତକାକରଣ କରାଯାଇ ନ ଥିବା ଲୋକଙ୍କୁ କେତେକ ସ୍ଥାନରେ ପ୍ରବେଶ କରିବାକୁ ବାରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା କରାଯାଇଛି। ଏହି...

Advertisement
Archives

Model This Week