୨ ଲକ୍ଷ ମୁହାଁ କରୋନା

ନୂଆଦିଲ୍ଲୀ,୧୨।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୬୮ ହଜାର ୯୧୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୯୦୪ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ପ୍ରଦାନ କରାଯାଇଛି। ଏଭଳି ସ୍ଥିତି ଜାରି ରହିଲେ ଆଉ ସପ୍ତାହେ ମଧ୍ୟରେ ଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି। ମହାରାଷ୍ଟ୍ରରେ ସ୍ଥିତି ସଙ୍କଟଜନକ ହୋଇଛି। ଏଠାରେ ଗୋଟିଏ ଦିନରେ ୬୩ ହଜାର ୨୯୪ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟରେ ୩୪୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁମାର ବିଶ୍ୱାସଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୨୦।୧୧: ଗୁଜରାଟ ବିଧାନସଭା ଏବଂ ଦିଲ୍ଲୀ ଏମସିଡି ନିର୍ବାଚନ ମଧ୍ୟରେ ପୂର୍ବତନ ଆମ୍‌ ଆଦ୍‌ମୀ ପାର୍ଟି ନେତା ତଥା କବି କୁମାର ବିଶ୍ୱାସଙ୍କୁ ହତ୍ୟା ଧମକ...

ବାରମୁଳା ଏନ୍‌କାଉଣ୍ଟର, ଲଶ୍କରର ଶୀର୍ଷ କମାଣ୍ଡର ନିହତ…

ଶ୍ରୀନଗର, ୨୧।୪ : ଜମ୍ମୁ-କଶ୍ମୀରର ବାରାମୁଳାର ମାଲୱାରେ ଗୁରୁବାର ଏନକାଉଣ୍ଟରରେ ମିଳିତ ସୁରକ୍ଷା ବାହିନୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଏହି ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନ...

ଅନ୍ନଦାତାଙ୍କ ଆନ୍ଦୋଳନରେ ଖଲିସ୍ତାନୀ ପତାକା ପ୍ରଦର୍ଶନ ପାଇଁ ଷଡ଼ଯନ୍ତ୍ର: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୩।୧୨: କୃଷି ଆଇନକୁ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଇତିମଧ୍ୟରେ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଛି। ଉଗ୍ରବାଦୀ ସଂଗଠନ ଶିଖ୍‌ ଫର୍‌ ଜଷ୍ଟିସ୍‌...

ହାଇକୋର୍ଟଙ୍କ ସର୍କୁଲାର: ଲକ୍‌ଡାଉନ୍‌ ଅଞ୍ଚଳରେ ପ୍ରତ୍ୟେକ ଦିନ ୧ ଘଣ୍ଟା ଖୋଲା ରହିବ ନିମ୍ନ କୋର୍ଟ

କଟକ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ୫ ଜିଲା ଏବଂ ୮ ପୌରାଞ୍ଚଳରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ...

କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା:ହରିୟାଣାର ଆଇନଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଲେ ରାହୁଲ

ଫରିଦାବାଦ/ନୂଆଦିଲ୍ଲୀ,୨୮।୬ (ପି.ଟି.):ହରିୟାଣାର କଂଗ୍ରେସ ନେତା ବିକାଶ ଚୌଧୁରୀଙ୍କୁ ଗୁରୁବାର ଦିବାଲୋକରେ ଗୁଳିକରି ହତ୍ୟା କରାଯାଇଛି। ପ୍ରଦେଶ କଂଗ୍ରେସର ମୁଖପାତ୍ର ଥିବା ବିକାଶ ସେକ୍ଟର ୯ରେ ଥିବା...

ଭାଗ୍ୟଫଳ ନେଇ ଉତ୍କଣ୍ଠା: ୩୮ ଜିଲାରେ ୫୫ ଗଣତି କେନ୍ଦ୍ର

ପାଟନା,୯।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇବ। ଏଥିପାଇଁ ରାଜ୍ୟର ୩୮ ଜିଲାର ୫୫ ଭୋଟ ଗଣତି କେନ୍ଦ୍ରରେ ଭୋଟ ଗଣାଯିବା ଲାଗି...

ଉପ ମୁଖ୍ୟମନ୍ତ୍ରୀ ହେବାପରେ ପ୍ରଥମେ ପିତାଙ୍କୁ ଭେଟିବେ ତେଜସ୍ୱୀ

ପାଟନା,୧୨ ।୮: ବିହାରର ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ପତ୍ନୀ ରେଚଲଙ୍କ ସହ ନୂଆଦିଲ୍ଲୀ ଗସ୍ତ କରିଛନ୍ତି । ସେଠାରେ ସେ ପିତା ଲାଲୁ ପ୍ରସାଦ ଯାଦବଙ୍କୁ...

ଗଡ଼କରୀଙ୍କୁ ଧମକ ଭରା ଫୋନ, ୧୦ କୋଟି ଦିଅ ନଚେତ ପରିଣାମ ପାଇଁ ପ୍ରସ୍ତୁତ ରୁହ…

ନାଗପୁର,୨୧।୩ : ମଙ୍ଗଳବାର ନାଗପୁରରେ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀଙ୍କ ବାସଭବନ ଏବଂ କାର୍ଯ୍ୟାଳୟରେ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି। ଜଣେ ଅଜଣା ବ୍ୟକ୍ତି ଭାଜପାର ବରିଷ୍ଠ...

Advertisement
Archives

Model This Week