ଅଣାୟତ୍ତ ମୁହାଁ କରୋନା: ୨୪ ଘଣ୍ଟାରେ ୪୬ ହଜାରରୁ ଅଧିକ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ,୨୨।୩: ଦେଶରେ କରୋନାର ଦ୍ୱିତୀୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ହଜାର ୯୫୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨୧୨ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସାର୍ବଜନୀକ ଟିକାକରଣ ସହିତ ନମୁନା ପରୀକ୍ଷା ଜାରି ରହିଛି। ତେବେ ଲୋକଙ୍କ ମଧ୍ୟରେ କରୋନା ପ୍ରତି ହେୟ ମନୋଭାବ ବୃଦ୍ଧି ପାଇବା ଦ୍ୱାରା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ସ୍ବାସ୍ଥ୍ୟ ବିଶେଷଜ୍ଞ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀର ଆଇଡି ଦେଖାଇଲେ ୩୭୦ ଟଙ୍କା ରିହାତି

ନୂଆଦିଲ୍ଲୀ,୬-୯(ଆଇଏଏନ୍‌ଏସ୍‌):ଦିଲ୍ଲୀର କନ୍ନଟପ୍ଲେସ୍‌ସ୍ଥିତ ଏକ ରେଷ୍ଟୁରାଣ୍ଟରେ ଜମ୍ମୁ-କଶ୍ମୀରର ଲୋକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। ସୁସ୍ବାଦୁ ବ୍ୟଞ୍ଜନ ପାଇଁ ଜଣାଶୁଣା ହୋଟେଲ ଆର୍ଡୋର ୨.୧ କଶ୍ମୀରୀଙ୍କ...

ବାୟୁସେନା ହେଲିକପ୍ଟର ଖସାଇବା ଘଟଣା: କୋର୍ଟ ମାର୍ଶାଲର ସମ୍ମୁଖୀନ ହେବେ ୨ ଅଧିକାରୀ

ନୂଆଦିଲ୍ଲୀ, ୧୫ା୧୦: ଗତ ଫେବୃୟାରୀ ୧୭ରେ ଭାରତୀୟ ବାୟୁସେନାର ଏକ ହେଲିକପ୍ଟରକୁ ଅଜାଣତରେ ମିଶାଇଲ ମାଡ଼ କରି ଖସାଇବା ଘଟଣାରେ ୨ ଅଧିକାରୀ କୋର୍ଟ ମାର୍ଶାଲର...

ସଙ୍କଟରେ ମୁମ୍ବାଇ: ୨୬ ଡିସେମ୍ବରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ !

ମୁମ୍ବାଇ,୪।୧୧: ମୁମ୍ବାଇ ପାଇଁ ସଙ୍କଟ ଦେଖାଦେଇଛି। ୨୬ ଡିସେମ୍ବରରେ ଏଠାରେ ଆତଙ୍କବାଦୀ ଆକ୍ରମଣ ହେବାର ଆଶଙ୍କା ରହିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା...

ମେ ୨୬ରେ ମୋଦି ନିର୍ବାଚିତ ହେବେ ଭାଜପା ସଂସଦୀୟ ଦଳ ନେତା

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଭୋଟ ଗଣତିରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏହା ଦ୍ୱାରା ଭାଜପା ନେତୃତ୍ୱାଧୀନ ଏନଡିଏ କେନ୍ଦ୍ରରେ...

ମନି ଲଣ୍ଡରିଂ ମାମଲାରେ କୋର୍ଟରେ ହାଜର ହେଲେ ଜ୍ୟାକଲିନ୍‌

ନୂଆଦିଲ୍ଲୀ,୨୦।୧୨: ମନି ଲଣ୍ଡରିଂ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ନାଣ୍ଡିଜ୍‌ ମଙ୍ଗଳବାର ଦିଲ୍ଲୀର ପଟିଆଲା ହାଇକୋର୍ଟରେ ହାଜର ହୋଇଛନ୍ତି। ଏହି ମାମଲାରେ ମଙ୍ଗଳବାର ପୁଣି କୋର୍ଟରେ...

ନିର୍ବାଚନ ସମୟରେ କଂଗ୍ରେସ ଦେଖାଉଛି ଲିଙ୍ଗାୟତ ପ୍ରେମ: ଭାଜପା…

ବେଙ୍ଗାଲୁରୁ,୧୯।୪ : କର୍ନାଟକରେ ଶାସକ ଭାରତୀୟ ଜନତା ପାର୍ଟି କଂଗ୍ରେସକୁ ଟାର୍ଗେଟ କରିଛି। ରାଜ୍ୟରେ ରାଜନୈତିକ ପ୍ରଭାବଶାଳୀ ଲିଙ୍ଗାୟତ ସମ୍ପ୍ରଦାୟର ଭୋଟରଙ୍କ ପ୍ରତି କଂଗ୍ରେସ ଅବହେଳା...

୨.୯ ନିୟୁତ ଡଲାର ପଠାଇଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୭ା୪(ଆଇଏଏନ୍‌ଏସ୍‌) : ମହାମାରୀ କରୋନା ବିରୋଧରେ ଭାରତର ଲଢ଼େଇକୁ ଜୋର୍‌ଦାର କରିବା ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ୨.୯ ନିୟୁତ ଡଲାର ସହାୟତା...

ତିନି ରାଜଧାନୀ ଆଇନ ପ୍ରସ୍ତାବ ଫେରାଇନେବେ ଆନ୍ଧ୍ରପ୍ରଦେଶ ସରକାର…

ହାଇଦ୍ରାବାଦ,୨୨।୧୧: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ ମୋହନ ରେଡ୍ଡୀଙ୍କ ସରକାରଙ୍କ ପକ୍ଷରୁ ଅଣାଯାଇଥିବା ତିନି ରାଜଧାନୀ ଆଇନ ପ୍ରସ୍ତାବକୁ ଫେରାଇ ନିଆଯିବ। ଏନେଇ ସରକାରଙ୍କ ପକ୍ଷରୁ...

Advertisement
Archives

Model This Week