ଚାଇନାରେ କରୋନା ଅଣାୟତ୍ତ, ମାତାପିତାଙ୍କଠାରୁ ପିଲାଙ୍କୁ ଅଲଗା କରୁଛନ୍ତି ସରକାର…

ବେଜିଂ, ୨।୪ : ଚାଇନାକୁ ପୁଣି ୨ ବର୍ଷ ପରେ କରୋନା ଫେରିଛି। ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣ ବଢୁଥିବାରୁ ସରକାର ଦେଶର ବହୁ ସହରରେ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମ ଥର ପାଇଁ ଚାଇନାର ସମସ୍ତ ୩୧ ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି।

କୋରୋନାକୁ ନିୟନ୍ତ୍ରଣ କରିବା ପାଇଁ ଚାଇନାରେ ଲାଗୁ କରାଯାଇଥିବା ଶୂନ କୋଭିଡ ନୀତି ଏକ ବିଫଳତା ବୋଲି ପ୍ରମାଣିତ ହେଉଛି। ସାଙ୍ଘାଇ ସମେତ ବହୁ ସହରରେ ଲୋକେ ଘରେ ବନ୍ଦୀ ଅବସ୍ଥାରେ ରହିଛନ୍ତି।

ଏପରିସ୍ଥଳେ ସରକାର ଏକ କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। କରୋନା ସଂକ୍ରମିତ ହୋଇଥିବା ମାତାପିତାଙ୍କ ଠାରୁ ସେମାନଙ୍କର ପିଲାଙ୍କୁ ସରକାର ଅଲଗା କରୁଛନ୍ତି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି।

ମାତାପିତା ଏବଂ ପିଲାଙ୍କୁ ଅଲଗା ଅଲଗା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଉଛି। ମାତାପିତାଙ୍କୁ ପିଲା କେଉଁଠାରେ ଅଛନ୍ତି ତାହାର ସୂଚନା ମଧ୍ୟ ଦିଆଯାଉ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri