ଚାଇନାରେ କରୋନା ଅଣାୟତ୍ତ, ମାତାପିତାଙ୍କଠାରୁ ପିଲାଙ୍କୁ ଅଲଗା କରୁଛନ୍ତି ସରକାର…

ବେଜିଂ, ୨।୪ : ଚାଇନାକୁ ପୁଣି ୨ ବର୍ଷ ପରେ କରୋନା ଫେରିଛି। ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣ ବଢୁଥିବାରୁ ସରକାର ଦେଶର ବହୁ ସହରରେ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମ ଥର ପାଇଁ ଚାଇନାର ସମସ୍ତ ୩୧ ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି।

କୋରୋନାକୁ ନିୟନ୍ତ୍ରଣ କରିବା ପାଇଁ ଚାଇନାରେ ଲାଗୁ କରାଯାଇଥିବା ଶୂନ କୋଭିଡ ନୀତି ଏକ ବିଫଳତା ବୋଲି ପ୍ରମାଣିତ ହେଉଛି। ସାଙ୍ଘାଇ ସମେତ ବହୁ ସହରରେ ଲୋକେ ଘରେ ବନ୍ଦୀ ଅବସ୍ଥାରେ ରହିଛନ୍ତି।

ଏପରିସ୍ଥଳେ ସରକାର ଏକ କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। କରୋନା ସଂକ୍ରମିତ ହୋଇଥିବା ମାତାପିତାଙ୍କ ଠାରୁ ସେମାନଙ୍କର ପିଲାଙ୍କୁ ସରକାର ଅଲଗା କରୁଛନ୍ତି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି।

ମାତାପିତା ଏବଂ ପିଲାଙ୍କୁ ଅଲଗା ଅଲଗା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଉଛି। ମାତାପିତାଙ୍କୁ ପିଲା କେଉଁଠାରେ ଅଛନ୍ତି ତାହାର ସୂଚନା ମଧ୍ୟ ଦିଆଯାଉ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ବ୍ୟାପିଲାଣି ସଂକ୍ରାମକ ରୋଗ

ଇସଲାମାବାଦ,୨୧ା୯: ପାକିସ୍ତାନରେ ବନ୍ୟା ଛାଡ଼ିବା ପରେ ଲୋକମାନେ ନାନା ରୋଗର ଶିକାର ହେଉଛନ୍ତି। ଅଧିକାରୀମାନେ ବୁଧବାର କହିଛନ୍ତି, ଆବଶ୍ୟକ ସହାୟତା ନ ଆସିଲେ ପରିସ୍ଥିତି ନିୟନ୍ତ୍ରଣ...

ଟିକା ନ ଆସିବା ପର୍ଯ୍ୟନ୍ତ କୋହଳ ହେବନି କଟକଣା: ମୋଦି

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂକ୍ରମଣରୁ ଦୂରେଇ ରହିବା ପାଇଁ ଘୋଷଣା କରାଯାଇଥିବା ମାର୍ଗଦର୍ଶିକା ପାଳନ କରିବା ଲାଗି...

କରୋନାରେ ଗୁଜରାଟ ବିଚାରପତିଙ୍କ ଦେହାନ୍ତ

ଅହମ୍ମଦାବାଦ, ୬ା୧୨: କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଥିବା ଗୁଜରାଟ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଜି. ଆର୍‌ ଉଦ୍‌ଓ୍ବାନି(୫୯)ଙ୍କର ଶନିବାର ଦେହାନ୍ତ ହୋଇଛି। ଗତ ନଭେମ୍ବର...

ତୈଳ ଯୁଦ୍ଧ: ଓପେକ୍‌ ବନାମ ନୋପେକ୍‌

ଭିଏନା/ଓ୍ବାଶିଂଟନ,୭ା୧୦:ପେଟ୍ରୋଲିୟମ୍‌ ରପ୍ତାନିକାରୀ ଦେଶଗୁଡ଼ିକର ସଙ୍ଗଠନ (ଓପିଇସି) ସମେତ ଏହାର ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ନେଇ ଗଠିତ ଓପେକ୍‌ ପ୍ଲସ୍‌ର ବୈଠକ ବୁଧବାର ଅଷ୍ଟ୍ରିଆ ରାଜଧାନୀ ଭିଏନାରେ ଅନୁଷ୍ଠିତ...

ପାକିସ୍ତାନ ରିଲିଫ୍‌ ସାମଗ୍ରୀ ଫେରାଇ ଦେଲା ତୁର୍କୀ

ଇସଲାମାବାଦ୍‌,୧୯।୨: ବିଦେଶୀ ଋଣ ଏବଂ ଅର୍ଥ ଅଭାବ ଦେଇ ଗତି କରୁଥିବା ପାକିସ୍ତାନ ଅନ୍ୟ ଦେଶକୁ ସାହାଯ୍ୟ କରିବାକୁ ଆଗେଇ ଆସିଛି। ଭୂମିକମ୍ପ ପ୍ରଭାବିତ ତୁର୍କୀକୁ...

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ,...

ଘର ବାହୁଡା ଶ୍ରମିକଙ୍କୁ ଦେବାକୁ ପଡିବନି ଭଡା, ମିଳିବ ଏକ ହଜାର ଟଙ୍କା

ପାଟନା,୪।୫: ଲକ୍‌ଡାଉନରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କ ରେଳ ଭଡାକୁ ନେଇ ଆରମ୍ଭ ହୋଇଥିବା ରାଜନୀତି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ...

ୟୁକ୍ରେନର ଦାବି ୨୪ ଘଣ୍ଟାରେ ନଷ୍ଟ କରିଛି ରୁଷିଆର ୧୪ ହେଲିକପ୍ଟର-ବିମାନ

କ୍ୱିଭ୍‌,୧୯ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଥମିବାର ନାଁନେଉନି । ଏହାରି ଭିତରେ ବହୁ ଧନଜୀବନ ନଷ୍ଟ ହୋଇଥିବା ବେଳେ ଶାନ୍ତି କଥାବାର୍ତ୍ତା ମାଧ୍ୟମରେ ଏହାର ସମାଧାନ...

Advertisement
Archives

Model This Week