ରାଜଧାନୀରେ କରୋନା ବେଲଗାମ୍‌…

ନୂଆଦିଲ୍ଲୀ, ୯।୧ : ରାଜଧାନୀ ଦିଲ୍ଲୀରେ କରୋନା ବେଲଗାମ୍‌ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୨୨ ହଜାର ୭୫୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହାଯୋଗୁ ସଂକ୍ରମଣ ହାର ୨୫.୫୩ ପ୍ରତିଶତ ଛୁଇଁଛି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଲକ୍ଷ ୪୯ ହଜାର ୭୩୦ରେ ପହଞ୍ଚିଛି।

ସେହିପରି ଏହି ସମୟ ମଧ୍ୟରେ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦିଲ୍ଲୀରେ ମୋଟ କରୋନା ମୃତକଙ୍କ ସଂଖ୍ୟ ୨୫ ହଜାର ୧୬୦ ଛୁଇଁଛି।

ଗତ ୨୪ ଘଣ୍ଟାରେ ୧୦ ହଜାର ୧୭୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଫଳରେ ବର୍ତ୍ତମାନ ସୁଦ୍ଧା ମୋଟ ୧୪ ଲକ୍ଷ ୬୩ ହଜାର ୮୩୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସ୍ଥିତିର ମୁକାବିଲା ଲାଗି ହସ୍ପିଟାଲରେ ପ୍ରସ୍ତୁତି ଶେଷ ହୋଇଥିବାବେଳେ ଅକ୍ସିଜେନ୍‌ ମହଜୁଦ୍‌ ରଖାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ବଦଳୁଛି ମେଣ୍ଟ ରାଜନୀତି

ନୂଆଦିଲ୍ଲୀ,୫।୬(ପି.ଟି./ଆଇଏଏନ୍‌ଏସ୍‌): ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ଜାତୀୟ ରାଜନୈତିକ ଚିତ୍ରପଟକୁ ବଦଳାଇଦେଇଛି। ଏହାର ପ୍ରଭାବରେ ବିରୋଧୀଙ୍କ ମହାମେଣ୍ଟ ରାଜନୀତିରେ ପରବର୍ତ୍ତନ ଦେଖିବାକୁ ମିଳିଲାଣି। ଉତ୍ତରପ୍ରଦେଶର...

ଡିକେ.ଶିବ କୁମାରଙ୍କୁ ଜେଲରେ ଭେଟିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୩।୧୦: ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବାକଂଗ୍ରେସ ନେତା ଡିକେ. ଶିବ କୁମାରଙ୍କୁ ବୁଧବାର ତିହାର ଜେଲ୍‌ରେ ଭେଟିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସେଠାରେ...

ଗୁଗଲ ଉପରେ ୧,୩୩୭.୭୬ କୋଟି ଟଙ୍କାର ଜରିମାନା

ନୂଆଦିଲ୍ଲୀ,୨୧ ।୧୦: ବିଶ୍ୱର ସବୁଠାରୁ ବଡ ଇଣ୍ଟରନେଟ ସର୍ଚ୍ଚ ସେବା ଦେଉଥିବା ଆମେରିକା କମ୍ପାନୀ ଗୁଗଲ ଉପରେ ଭାରତୀୟ ପ୍ରତିସ୍ପର୍ଦ୍ଧା ଆୟୋଗ ବା କମ୍ପିଟିଶନ କମିଶନ...

କବାଡି ଖେଳିଳେ ପ୍ରଜ୍ଞା ସିଂ ଠାକୁର

ଭୋପାଳ,୧୪ ।୧୦: ମଧ୍ୟପ୍ରଦେଶ ଭୋପାଳର ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କୁ ନୂଆ ଅବତାରରେ ଦେଖିବାକୁ ମିଳିଛି । ସେ ମହିଳା କବାଡି ଖେଳାଳିଙ୍କ ସହ କବାଡି...

ଶ୍ରୀଲଙ୍କା ବିସ୍ଫୋରଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବୌଦ୍ଧ ଭିକ୍ଷୁ

ଗୟା,୨୨।୪: ବୋଧ ଗୟାର ମହାବୋଧି ମନ୍ଦିରରେ ଥିବା ବୌଦ୍ଧ ଭିକ୍ଷୁମାନେ ଶ୍ରୀଲଙ୍କା ବିସ୍ଫୋରଣରେ ମୃତକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ରବିବାର ସନ୍ଧ୍ୟାରେ ଏକ ମହମବତୀ...

ଦୈନିକ ସଂକ୍ରମଣ ତଳମୁହାଁ…

ନୂଆଦିଲ୍ଲୀ, ୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୯୬ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ...

ସର୍ଭିକାଲ କ୍ୟାନସର ସ୍ବଦେଶୀ ଟିକାକୁ ଡିସିଜିଆଇ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୬।୬ : ସେରମ ଇନଷ୍ଟିଚ୍ୟୁଟର କ୍ୱାଡି ଭେଲଣ୍ଟ ହ୍ୟୁମାନ ପାପିଲୋମାଭାଇରସ ଟିକାକୁ ଡିସିଜିଆଇର ବିଶେଷଜ୍ଞ କମିଟି ଦ୍ୱାରା ଅନୁମୋଦନ କରାଯାଇଛି। ଏହି ସ୍ବଦେଶୀ ଟିକା...

୫-ଜି ଠକେଇ ପ୍ରତି ସାବଧାନ ! ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୧୦।୧୦ : ଦେଶର ବିଭିନ୍ନ ସହରରେ ୫ ସେବା ଆରମ୍ଭ ହୋଇଛି। ୮ ଟି ସହରରେ ଏୟାରଟେଲ (ଭାରତୀ ଏୟାରଟେଲ) ଏବଂ ଜିଓ (ରିଲାଏନ୍ସ ଜିଓ)...

Advertisement
Archives

Model This Week