Posted inଜାତୀୟ

ବଢିଚାଲିଛି ସଂକ୍ରମଣ

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୫୮୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୮ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୨,୦୫,୧୦୬ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୬,୪୪,୦୯୨ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩୨,୪୯୮ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୪,୭୪୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ କଂଗ୍ରେସର ଶୋଚନୀୟ ପରାଜୟ: ଇସ୍ତଫା ଦେଲେ ପ୍ରଭାରୀ

ଅହମ୍ମଦାବାଦ୍‌,୮।୧୨: ଗୁଜରାଟରେ ଶୋଚନୀୟ ପରାଜୟର ପରେ ଗୁଜରାଟ କଂଗ୍ରେସ ପ୍ରଭାରୀ ଦାୟିତ୍ୱରେ ଥିବା ରଘୁ ଶର୍ମା ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ...

ମାସ୍କ ପିନ୍ଧି ନ ଥିବାରୁ ଝିଅ ଆଗରେ ମା’ ଉପରେ ଅକଥନିୟ ନିର୍ଯାତନା

ଭୋପାଳ,୧୯।୫: ଝିଅ ଆଗରେ ଜଣେ ମହିଳାଙ୍କୁ ରାସ୍ତା ଉପରେ ଘୋଷାଡ଼ି ଘୋଷାଡ଼ି କିଛି ପୋଲିସ କର୍ମୀ ଗୋଇଠା, ବିଧା ମାରିଥିଲେ। କାରଣ ମହିଳା ଜଣଙ୍କ ପିନ୍ଧି...

ସଂସଦ କ୍ୟାଣ୍ଟିନ୍‌ରେ ଏବେ ମିଳିବନି ଖାଦ୍ୟରେ ରିହାତି: ବର୍ଷକୁ ସଞ୍ଚୟ ହେବ ୧୭ କୋଟି !

ନୂଆଦିଲ୍ଲୀ,୫।୧୨: ଏଣିକି ସଂସଦ କ୍ୟାଣ୍ଟିନ୍‌ରେ ଆଉ ଖାଦ୍ୟରେ ରିହାତି ମିଳିବନି। ଏଠାରେ ଖାଦ୍ୟ ଉପରେ ଦିଆଯାଉଥିବା ରିହାତିକୁ ବନ୍ଦ କରି ଦିଆଯିବ। ଲୋକସଭା ବାଚସ୍ପତି ଓମ୍‌...

୩୪ ବର୍ଷ ପରେ ତୁଷାରପାତ

ଇଟାନଗର,୬।୨: ଅରୁଣାଚଳ ପ୍ରଦେଶର ରାଜଧାନୀ ଇଟାନଗର ନିକଟରେ ଥିବା ଦରିଆ ହିଲରେ ରବିବାର ସକାଳେ ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଥିଲା। ୩୪ ବର୍ଷ ପରେ...

ମୁଲାୟମ୍‌ଙ୍କୁ ପଦ୍ମ ବିଭୂଷଣ ସମ୍ମାନ: ଏସ୍‌ପି କହିଲା, ନେତାଙ୍କ ହୋଇଛି ଅପମାନ

ନୂଆଦିଲ୍ଲୀ,୨୬।୧: ଦେଶର ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଏହି ପୁରସ୍କାରରେ ସମ୍ମାନିତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ...

ଦେଶର ଅର୍ଥନୀତିକୁ ହାତୀ ସହ ତୁଳନା କଲେ ଆନନ୍ଦ ମହିନ୍ଦ୍ରା: ଦେଖନ୍ତୁ ମଜାଦାର ଭିଡିଓ

ନୂଆଦିଲ୍ଲୀ,୨୨।୧୧: ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ପ୍ରତିଦିନ କିଛି ନୂଆ ନୂଆ ମଜାଦାର ଶିକ୍ଷଣୀୟ ଭିଡିଓ ଶେୟାର...

ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ-ଭଉଣୀଙ୍କ ମଧ୍ୟରେ କଥା କଟାକଟି

ଅହମଦାବାଦ,୧୦।୯:ଗୁଜରାଟ ବିଧାନସଭା ନିର୍ବାଚନ ପୂର୍ବରୁ କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଭା ଏବଂ ଭଉଣୀ ନୟନା ମୁହାଁମୁହିଁ ହୋଇଛନ୍ତି। ରିଭା ଗତ ସପ୍ତାହରେ ଜନ୍ମଦିନ ପାଳନ...

ଇଡିରେ ହାଜର ହେବେ ସୋନିଆ

ନୂଆଦିଲ୍ଲୀ,୧୧।୬: କରୋନାରୁ ସୁସ୍ଥ ହେବା ପରେ ନ୍ୟାସନାଲ ହେରାଲ୍ଡ ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଜୁନ ୨୩ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହେବେ କଂଗ୍ରେସ...

Advertisement
Archives

Model This Week