ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୦।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୨୨୨ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଉ ୭ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି କରୋନାଜନିତ ୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୪୮ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ...

ଶୁକ୍ରବାରଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗୋପାଳପୁରସ୍ଥିତ ଗୋଳାବନ୍ଧଠାରେ ଥିବା ଆର୍ମି ଏୟାର ଡିଫେନ୍ସ କଲେଜର ୨୫ ବର୍ଷ...

କଂଗ୍ରେସରେ ରହିଛି, ରହିବି: ରଞ୍ଜୀବ

ଭୁବନେଶ୍ୱର, ୧୫ା୮(ବ୍ୟୁରୋ):ନିକଟରେ ରାଜ୍ୟ ସଭାରେ ତିନ୍‌ ତଲାକ ବିଲ୍‌ ପାସ୍‌ ହେବାବେଳକୁ ସମସ୍ତ ଦଳୀୟ ଏମ୍‌ପିଙ୍କୁ ଉପସ୍ଥିତ ରହିବା ପାଇଁ କଂଗ୍ରେସ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଥିଲା।...

ବିଦେଶୀଙ୍କ ଅନୁପ୍ରବେଶ ରୋକିବାକୁ ସମୁଦ୍ର ଉପକୂଳରେ ୧୮ ଥାନା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟର ଉପକୂଳରେ ମୋଟ ୧୮ ସାମୁଦ୍ରିକ ଥାନା ପ୍ରତିଷ୍ଠା କରାଯାଇଛି। ବିଦେଶୀମାନଙ୍କ ଅନୁପ୍ରବେଶ ରୋକିବା ପାଇଁ ମୁଖ୍ୟତଃ ଏହି ଥାନାଗୁଡ଼ିକ ପ୍ରତିଷ୍ଠା କରାଯାଇଥିବା ରାଜ୍ୟ...

ଖସୁଛି ସଂକ୍ରମଣ: ଆଜି ୬୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ରବିବାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ଜଣ...

ଅପରାହ୍ନ ୪ଟାରେ ବାନା ବନ୍ଧା

ପୁରୀ ଅଫିସ,୧୧।୧୦: ଋତୁ ଚକ୍ରର ପରିବର୍ତ୍ତନରେ ଏବେ ଶୀତ ଋତୁର ଆଗମନ ହେବ। ସାଧାରଣତଃ କାର୍ତ୍ତିକ ମାସରୁ ଶୀତଋତୁ ଆରମ୍ଭ ହୋଇଥାଏ। କୁମାର ପୂର୍ଣ୍ଣିମା ଡାଲାରେ...

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ଅଗ୍ନିଶମ, ଓଡ୍ରାଫ ଟିମ୍‌: ଉଦ୍ଧାର କାର୍ଯ୍ୟକୁ ପ୍ରଶଂସା କଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାରେ ବ୍ୟାପକ କ୍ଷତି ଘଟିଛି। କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲାରେ ଗଛ ଓ ବିଦ୍ୟୁତ୍‌...

ବାଣିଜ୍ୟ କର ଓ ଜିଏସ୍‌ଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଅଫିସ,୮ା୮: ବାଣିଜ୍ୟ କର ଓ ଜିଏସଟି,କଟକର ଅତିରିକ୍ତ କମିଶନର ପୀୟୁଷ ପାଣିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି...

Advertisement
Archives

Model This Week