ବଢ଼ୁଛି କରୋନା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୦ ଆକ୍ରାନ୍ତ; ଜାଣନ୍ତୁ କେଉଁ ଜିଲାରୁ …

ଭୁବନେଶ୍ୱର,୨୮।୭(ବ୍ୟୁରୋ): ଉପରମୁହାଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୦୩ କ୍ୱାରାଣ୍ଟାଇନ୍‌ରୁ ଓ ୪୨୭ ଲୋକାଲ କେସ୍‌ ରହିଛି। ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୭୯ଆକ୍ରାନ୍ତ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗୁରୁବାର ସକାଳେ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ନୂତନ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୩, ବାଲେଶ୍ୱରରୁ ୨୩, ବରଗଡରୁ ୨୨, ଭଦ୍ରକରୁ ୧୧, ବଲାଙ୍ଗୀରରୁ ୩୫, ବୌଦ୍ଧରୁ ୧୨, କଟକରୁ ୫୦, ଦେବଗଡରୁ ୯, ଢେଙ୍କାନାଳରୁ ୩, ଗଜପତିରୁ ୭, ଜଗତସିଂହପୁରରୁ ୭, ଯାଜପୁରରୁ ୧୯, ଝାରସୁଗୁଡାରୁ ୨୧, କଳାହାଣ୍ଡିରୁ ୨୬, କନ୍ଧମାଳରୁ ୨୩, କେନ୍ଦ୍ରାପଡାରୁ ୧୭, କେନ୍ଦୁଝରରୁ ୧୩, ଖୋର୍ଦ୍ଧାରୁ ୧୬୪, କୋରାପୁଟରୁ ୧୭, ମୟୁରଭଞ୍ଜରୁ ୧୦, ନୟାଗଡରୁ ୨୦, ନୂଆପଡାରୁ ୧୧, ପୁରୀରୁ ୧୦, ରାୟଗଡାରୁ ୧୮, ସମ୍ବଲପୁରରୁ ୭୭, ସୋନପୁରରୁ ୩୯, ସୁନ୍ଦରଗଡରୁ ୨୨୭ ଓ ଷ୍ଟେଟ୍‌ ପୁଲରୁ ୩୬ଜଣ ରହିଛନ୍ତି । ଏହାଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ଲକ୍ଷ ୧୦ ହଜାର ୧୧୫କୁ ବୃଦ୍ଧି ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?