ଆଜି ରାଜ୍ୟରେ ୨୩୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୬ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୯୫ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୩୭ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୮ ହଜାର ୮୭୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୪୧୫, କଟକରୁ...

୨୮ରୁ ଆରମ୍ଭ ଯୁକ୍ତଦୁଇ ପରୀକ୍ଷା, ଆଜିଠୁ ହବ୍‌କୁ ପଠାଗଲା ପ୍ରଶ୍ନପତ୍ର

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଯୁକ୍ତଦୁଇ ପରୀକ୍ଷା ଆସନ୍ତା ୨୮ରୁ ଅଫଲାଇନରେ ଆରମ୍ଭ ହେବ। ସେଥିପାଇଁ ଆଜିଠୁ ହବ୍‌କୁ ପ୍ରଶ୍ନପତ୍ର ପଠାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି। ସମୁଦାୟ ୨୦୧ ହବ୍‌କୁ...

ଦୋଷ ଛଡ଼ାଇବାକୁ ଉଦ୍ୟମ

କଟକ ଅଫିସ,୧୫ା୭: ଏସ୍‌ସିବିକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଜୋରସୋର ଉଦ୍ୟମ ଚଳାଇଛନ୍ତି। ଏପରି କି ଏଠାରେ ବିଭିନ୍ନ ସମୟରେ ଆଧୁନିକ ପ୍ରଣାଳୀରେ ଚିକିତ୍ସା...

ଭୁବନେଶ୍ୱରରୁ ଆଜି ୪୭ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୮

ଭୁବନେଶ୍ୱର,୨୬।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୩୮...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୩୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୪,୭୫୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ରାସ୍ତାକୁ ଗାଈ ଛାଡ଼ିଲେ ଧରିନେବ ସ୍କ୍ବାଡ୍‌

ଭୁବନେଶ୍ୱର, ୧।୨(ବ୍ୟୁରୋ): ଏଣିକି ରାସ୍ତାକୁ ଗାଈ ଛାଡ଼ିଲେ ମାଲିକ ଗଣିବେ ୫ହଜାର ଜରିମାନା। ନଚେତ୍‌ ପାଳିତ ଗାଈକୁ ହରାଇବାକୁ ପଡ଼ିବ। ଏଭଳି କଡା ନିଷ୍ପତ୍ତି ଗ୍ରହଣ...

ଆଗେଇ ଚାଲିଛି ବିଜେଡି: ୨୭୫ ଜୋନ୍‌ରେ ଆଗୁଆ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ୩୧୫ ଜିଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆସିଥିବା ରିପୋର୍ଟ...

ସୁପ୍ରିମକୋର୍ଟରେ ପୋଲାଭରମ୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୪-୧:ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍‌ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା ଆବେଦନର...

Advertisement
Archives

Model This Week