ଆଜି ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୯ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୦୬ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୪୩ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୩ ହଜାର ୩୦୭ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ଟ୍ୟୁଶନ କରି ପଢ଼ା ଖର୍ଚ୍ଚ ତୁଲାଉଥିଲେ

କଟକ ଅଫିସ,୨୨ା୬: ଆମର ସମସ୍ତ ସ୍ବପ୍ନ ପୂରଣ ହେବ, ଯଦି ଆମେ ସେ ସ୍ବପ୍ନ ପଛରେ ସବୁବେଳେ ଧାଇଁବା… ଆମେରିକୀୟ ଉଦ୍ୟୋଗୀ, ସିନେ ପ୍ରଯୋଜକ ତଥା...

କରୋନା କବଳରେ ରାଜ୍ୟର ୧୯ ଜିଲା

ଭୁବନେଶ୍ୱର,୯।୫(ବ୍ୟୁରୋ): କରୋନା କବଳରେ ରାଜ୍ୟର ୧୯ ଜିଲା। ପୂର୍ବରୁ ୧୮ଟି ଜିଲାରେ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଥିବା ବେଳେ ଶନିବାର ଏଥିରେ ଯୋଡ଼ି ହୋଇଛି...

ମଣ୍ଠିରୁ ଉଠୁନି ଧାନ: ସାଲେଭଟା-ଆଗଲପୁର ରାସ୍ତା ଅବରୋଧ କଲେ ଚାଷୀ

ଲୋଇସିଂହା,୭।୧: ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଡୁଡୁକା ପ୍ୟାକ୍ସରେ ଧାନକିଣାରେ ମନ୍ଥରତା ଦେଖାଦେଇଛି।ମିଲର୍ସମାନେ ନ ଆସିବାରୁ ଧାନ ଉଠି ପାରୁନାହିଁ। ଏବେ ପ୍ୟାକ୍ସରେ ୨୩ଶହ ପ୍ୟାକେଟ...

ସକାଳ ୮ରେ ପହଣ୍ଡି, ମଧ୍ୟାହ୍ନରେ ରଥଟଣା

ପୁରୀ ଅଫିସ, ୩୦।୬: ଆସନ୍ତା ୧ତାରିଖରେ ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ଶେଷ କରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋର...

କୁଦାହୁଡ଼ାଙ୍ଗ ଜଙ୍ଗଲରେ ମାଈହାତୀ ମୃତ

ନୂଆଗାଁ, ୯ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସୀମାନ୍ତ ବିଶ୍ରା ବନାଞ୍ଚଳ ନୂଆଗାଁ ବ୍ଲକ ଚିତାପେଡି ପଞ୍ଚାୟତ ଅନ୍ତର୍ଗତ କୁଦାହୁଡାଙ୍ଗ ଜଙ୍ଗଲରେ ବୁଧବାର ଏକ ମାଈ ହାତୀର ମୃତଦେହ...

ଭାଟସାହି ଗ୍ରାମରେ ଖଟ ବୁଲିବା ଘଟଣା: ଗିରଫ ହେଲେ ଗୁଣିଆ

ନୟାଗଡ଼ ଅଫିସ,୩।୧୧-ନୟାଗଡ଼ ଟାଉନ ଥାନା ଭାଟସାହି ଗ୍ରାମରେ ଖଟବୁଲା ଘଟଣାରେ ପୋଲିସ ଶନିବାର ସମ୍ପୃକ୍ତ ଗୁଣିଆକୁ ଗିରଫ କରିଛି। ଗିରଫ ଗୁଣିଆ ଜଣଙ୍କ ହେଲେ ବେଲବଣି...

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ ଡା. ରାମଚନ୍ଦାନୀ

ଚିପିଲିମା,୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲର ସିନିୟର ରେସିଡେଣ୍ଟ ଡାକ୍ତର ଶଙ୍କର ରାମଚନ୍ଦାନୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ...

ପ୍ରାର୍ଥୀଙ୍କୁ ଦ୍ୱିତୀୟ ସୁଯୋଗ: ପୁନଃନାମାଙ୍କନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ପ୍ରାର୍ଥିପତ୍ର ଦାଖଲ ପାଇଁ ପ୍ରାର୍ଥୀଙ୍କୁ ଦ୍ୱିତୀୟ ସୁଯୋଗ ମିଳିବ । ଯେଉଁ ନିର୍ବାଚନ ମଣ୍ଡଳୀରେ କୌଣସି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିନାହାନ୍ତି କିମ୍ବା ସମସ୍ତ...

Advertisement
Archives

Model This Week