ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୫୭ରେ ପହଞ୍ଚିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି ଟ୍ରମ୍ପ: ଭାରତକୁ ହେବ ବଡ଼ ଫାଇଦା

ଓ୍ବାଶିଂଟନ୍‌,୨୦।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରେ। ରିପୋର୍ଟ ଅନୁଯାୟୀ ଆମେରିକା ବର୍ତ୍ତମାନ ସମୁଦ୍ରରେ ଜାହାଜରେ ଫସି ରହିଥିବା…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

ଟ୍ରମ୍ପଙ୍କୁ ନେଇ ବଡ଼ ଖୁଲାସା କଲେ ନେତାନ୍ୟାହୁ: ଚାହିଁ ରହିଗଲା ବିଶ୍ୱ, ଆଗକୁ ହେବ…

ଜେରୁଜେଲମ,୨୦।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶୁକ୍ରବାର ଆମେରିକାକୁ ଇରାନ ସହିତ ଯୁଦ୍ଧକୁ ଟାଣି ନେଇଥିବା ଦାବିକୁ ଖାରଜ କରିଦେଇଛନ୍ତି। ସେ ଏହି ରିପୋର୍ଟଗୁଡ଼ିକୁ ‘ମିଥ୍ୟା ଖବର’…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

ମଧ୍ୟପ୍ରାଚ୍ୟ: ଇନ୍ଧନ ପାଲଟିଛି ଅସ୍ତ୍ର

ତେହରାନ୍‌,୨୦।୩: ଆମେରିକା-ଇରାନ୍‌ ଯୁଦ୍ଧକୁ ୨୦ ଦିନ ବିତିଛି । ଉଭୟ ପକ୍ଷ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ଆହୁରି ତୀବ୍ର ହୋଇଛି। ଆମେରିକା ଓ ଇସ୍ରାଏଲ ଇରାନକୁ ସମ୍ପୂର୍ଣ୍ଣ ନିଷ୍କ୍ରିୟ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

ADR ରିପୋର୍ଟ, ୭୩ ରାଜ୍ୟ ସଭା ସଦସ୍ୟଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦।୩(ପି.ଟି.): ରାଜ୍ୟ ସଭାର ମୋଟ ସଦସ୍ୟ ସଂଖ୍ୟାର ପ୍ରାୟ ୩୨ ପ୍ରତିଶତଙ୍କ ନାମରେ ଆପରାଧିକ ମାମଲା ରହିଥିଲାବେଳେ ୧୪ ପ୍ରତିଶତ ଅରବପତି ବୋଲି ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri