Posted inଜାତୀୟ

କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ

ନୂଆଦିଲ୍ଲୀ,୧୨।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬,୫୬୧ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୦,୫୦,୦୦୯ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୫,୭୩,୦୯୪ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧,୩୫,୫୩୫ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୬,୯୨୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହିଂସା ପରେ ଆଲର୍ଟରେ ୟୁପିର କିଛି ସହର

ଲକ୍ଷ୍ନୌ,୧୭ ।୪: ଉତ୍ତର-ପଶ୍ଚିମ ଦିଲ୍ଲୀର କିଛି ସ୍ଥାନରେ ଶନିବାର ସନ୍ଧ୍ୟାରେ ହୋଇଥିବା ସାଂପ୍ରଦାୟିକ ହିଂସାପରେ ଉତ୍ତର ପ୍ରଦେଶର ଗୌତମବୁଦ୍ଧ ନଗର ଜିଲାରେ ପୋଲିସ ହାଇ ଆଲର୍ଟରେ...

କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ: କମିଲା ଇଣ୍ଟରନେଟ୍‌ ସ୍ପିଡ୍‌

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ହୋଇଛି। ବହୁ କାର୍ଯ୍ୟାଳୟ ସେମାନଙ୍କ କର୍ମଚାରୀଙ୍କୁ ଘରେ ରହି କାମ...

ଦେଶରେ ହାଇ ଆଲର୍ଟ ଜାରି

ନୂଆଦିଲ୍ଲୀ, ୨୩।୯: ଆଗକୁ ପାର୍ବଣ ଋତୁ ଥିବାରୁ ଜନଗହଳି ସ୍ଥାନରେ ଟିଫିନ୍‌ ବକ୍ସରେ ଆଇଇଡି ରଖି ବିସ୍ଫୋରଣ କରାଇବାକୁ ଆଇଏସ୍‌ଆଇ ଯୋଜନା କରିଛି। ଏଥି ଲାଗି...

ଦୁର୍ନୀତିରେ ରାଜସ୍ଥାନ ଆଗରେ ରହିଛି: ଧାମି

ଜୟପୁର,୨୨।୯: ରାଜସ୍ଥାନ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଢେର ବଢିଯାଇଛି। ଆଉ ଦିନକୁ ଦିନ ଏହା...

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ …

ନୂଆଦିଲ୍ଲୀ, ୨୪।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ୩...

ଲୋକାଲ ଟ୍ରେନ୍‌ରେ ଫିଲ୍ମ-ଟିଭି ଶୋ ଦେଖିପାରିବେ ଯାତ୍ରୀ…

ମୁମ୍ବାଇ, ୧୨।୨ : ଏଣିକି ମୁମ୍ବାଇର ଲୋକାଲ ଟ୍ରେନରେ ଯାତ୍ରା କରିବା ସମୟରେ ଯାତ୍ରୀ ଫିଲ୍ମ ଏବଂ ଟିଭି ଶୋ ଦେଖିପାରିବେ। ଭାରତୀୟ ରେଳ ଅଧିକାରୀ...

ଅଧରାତିରେ ଆଇପିଏସ୍‌ ସ୍ତରରେ ଅଦଳବଦଳ କଲେ ଯୋଗୀ ସରକାର

ଲକ୍ଷ୍ନୌ,୩।୯: ଯୋଗୀ ସରକାରଙ୍କ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପରେ ପ୍ରଥମ ଥର ପ୍ରଶାସନିକ ବିଭାଗରେ ଅଦଳବଦଳ କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

ଚୋକ୍‌ସିଙ୍କୁ ଭାରତ ଆଣିବା ଲାଗି କେତେ ଖର୍ଚ୍ଚ ହେବ

ନୂଆଦିଲ୍ଲୀ, ୩୧।୫: ପିଏନ୍‌ବି ବ୍ୟାଙ୍କରୁ ୧୩,୫୦୦ କୋଟି ଟଙ୍କାର ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ଆଣିବା ପାଇଁ...

Advertisement
Archives

Model This Week