Posted inଜାତୀୟ

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୪୩୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୪,୨୧,୧୬୨ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୮,୨୫,୦୨୪ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୬୫,୭୩୨ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୭,୪୧୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଅସଦାଚରଣ ମାମଲା: ଜିଲାପାଳ, ଏସ୍‌ପିଙ୍କୁ ରିପୋର୍ଟ ତଲବ

ଲକ୍ଷ୍ନୌ, ୨୯ା୮(ପି.ଟି.): ଉତ୍ତରପ୍ରଦେଶ(ୟୁପି)ର ଶାହଜାହାନ୍‌ପୁର ଜିଲାରେ ଜଣେ ଆଇନ ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ଅସଦାଚରଣ କରିବା ନେଇ ଭିଡିଓ କ୍ଲିପ ସାମ୍ନାକୁ ଆସିବା...

ଦେଶରେ ବଢି ଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୨ ।୩: ଦେଶରେ ପୁଣିଥରେ ଦିନକୁ ଦିନ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ...

ଗ୍ୟାଙ୍ଗ୍‌ଷ୍ଟାର୍‌ ବିକାଶ ଦୁବେଙ୍କ ଅସ୍ଥି ନେବା ପାଇଁ ପହଞ୍ଚିଲେ ସ୍ତ୍ରୀ

କାନପୁର,୧୮।୮:ଉତ୍ତର ପ୍ରଦେଶର ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେ ଅସ୍ଥି ନେବା ପାଇଁ ନେବା ସ୍ତ୍ରୀ ରିଚା ଦୁବେ ମଙ୍ଗଳବାର କାନପୁରରେ ପହଞ୍ଚିଛନ୍ତି। ବିକାଶଙ୍କ ଅସ୍ଥିକୁ କାନପୁରର...

ଟ୍ରକ୍‌ ସହ ପିଟି ହେଲା କାର୍‌, ଗଲା ୫ ଜୀବନ

ନୂଆଦିଲ୍ଳୀ,୩।୩: ଦିଲ୍ଲୀ-ଜୟପୁର ହାଇଓ୍ବେ’ରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ କାର୍‌-ଟ୍ରକ୍‌ ପିଟି ହୋଇଯାଇଥିଲା। ଫଳରେ କାର୍‌ରେ ଥିବା ୫ ଜଣଙ୍କ ମୃତ୍ୟୁ...

ସାନିଟାଇଜର୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ

ମୁମ୍ବାଇ,୧୩।୪: ମହାରାଷ୍ଟ୍ର ପାଲଘରର ତାରାପୁର ସ୍ଥିତ ଏକ କେମିକାଲ ଫାକ୍ଟ୍ରିରେ ସୋମବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ...

ମା’ଙ୍କୁ ରାସ୍ତା ମଝିରେ ପିଟୁଥିଲା ପୁଅ, ରକ୍ଷା କରିବାକୁ ଧାଇଁ ଆସିଲା କୁକୁର; ଆଉ ତା’ପରେ

ଚେନ୍ନାଇ,୨୩।୮:କୁହାଯାଏ କୁକୁର ହେଉଛି ପଶୁମାନଙ୍କ ମଧ୍ୟରେ ସବୁଠାରୁ ବିଶ୍ୱସ୍ତ। ଚଳଚ୍ଚିତ୍ରର ଅନେକ ଦୃଶ୍ୟରେ, ଆପଣ ନିଶ୍ଚୟ ଦେଖିଥିବେ ଯେ କୁକୁର କିପରି ମାଲିକକୁ ବଞ୍ଚାଇବା ପାଇଁ...

କାନ ଫୋଡ଼ାଇ ଆଜ୍‌ମା ସମସ୍ୟାର ଚିକିତ୍ସା, ବିଏଚୟୁ ୬୦ ଜଣଙ୍କ ଉପରେ କରୁଛି ପରୀକ୍ଷା…

ବାରାଣସୀ, ୨୫।୯ : ଆୟୁର୍ବେଦ, ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ, ବିଏଚୟୁରେ ଅବସ୍ଥିତ କାୟା ମେଡିସିନ ବିଭାଗରେ ଆଜମା ସମସ୍ୟାର ଚିକିତ୍ସା ପାଇଁ ରୂପା କାନଫୁଲର...

ଏଏପିରେ ମିଶିଲେ ୨ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୪ା୧(ପି.ଟି.)- ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଏଏପି ନିଜ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ସୋମବାର ୨ କଂଗ୍ରେସ ନେତା ରାମ୍‌ ସିଂ ନେତାଜୀ...

Advertisement
Archives

Model This Week