Posted inଜାତୀୟ

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୩।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯,୬୮୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୯ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୨,୭୭,୧୯୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୭,୩୩,୬୨୪ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୯୬,୫୦୬ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୭,୪୧୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ।…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri