ଆଜି ରାଜ୍ୟରେ ୫୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୨।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯୯ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୨୧୦ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୫୨ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୪ ହଜାର ୫୮୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଋଣଭାର ୧,୦୩,୪୧୦ କୋଟି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ମୁଣ୍ଡ ପିଛା ଋଣ ଭାର ବଢ଼ି ବଢ଼ି ଚାଲିଛି। ୨୦୦୯-୧୦ରେ ମୁଣ୍ଡପିଛା ଋଣ ୯,୧୮୦ ଟଙ୍କା ଥିବାବେଳେ ୨୦୨୧ ଜାନୁୟାରୀ ସୁଦ୍ଧା ୨୩,୫୨୪...

ରାଜ୍ୟରେ ୧୩ ନିଗମ କ୍ଷତିରେ ଚାଲିଛି: ଖର୍ଚ୍ଚ କମାଇବା ପାଇଁ ସ୍ବେଚ୍ଛାକୃତ ଅବସର ଯୋଜନା

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ ୩୬ଟି ନିଗମ ଅଛି। ସେଥିରେ ୧୦,୪୭୩ ପଦବୀ ଖାଲି ରହିଛି। ନିଗମଗୁଡ଼ିକ ମଧ୍ୟରୁ ୨୩ଟି ଲାଭ କରୁଥିବା ବେଳେ ୧୩ଟି କ୍ଷତିରେ ଚାଲୁଛି।...

CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ ଛୁଇଁଲା

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନେ କୋରାପୁଟ, ବାଲେଶ୍ୱର ଓ ଯାଜପୁର ଜିଲାର ଜଣେ ଲେଖାଏ...

ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର...

ଅଗଷ୍ଟ ୧୫ରେ କାରାଗାରରୁ ମୁକୁଳିବେ ୬ କଏଦୀ

ବ୍ରହ୍ମପୁର ଅଫିସ,୧୩ା୮: ରାଜ୍ୟ ଆଇନ ବିଭାଗ ଚିଠି ନମ୍ବର ୮୯୫୧ କ୍ରମେ ବ୍ରହ୍ମପୁର ମଣ୍ଡଳକାରାଗାରରେ ସଜା କାଟୁଥିବା ୬ କଏଦୀଙ୍କୁ ଅଗଷ୍ଟ ୧୫ରେ ଜେଲରୁ ଛଡ଼ାଯିବ।...

ପ୍ରକାଶ ପାଇଲା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପୌର ନିର୍ବାଚନ ନେଇ ମ୍ୟୁନିସିପାଲିଟି ଓ ଏନଏସିର ଅଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ମହିଳାଙ୍କ ପାଇଁ ୫୦ ପ୍ରତିଶତରୁ ଅଧିକ ଆସନ...

ରବିଧାନ ସଂଗ୍ରହ ପାଇଁ ମାର୍ଗଦର୍ଶିକା: ମେ’ ମାସ ପ୍ରଥମ ସପ୍ତାହରୁ ହେବ ସଂଗ୍ରହ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟର ୧୭ଟି ଜିଲାରେ ମେ’ ମାସ ପ୍ରଥମ ସପ୍ତାହରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ଚଳିତ ରବିଧାନ ସଂଗ୍ରହ କାର୍ଯ୍ୟକୁ ସୁବ୍ୟବସ୍ଥିତ କରିବା ପାଇଁ...

ରାଜ୍ୟରେ ଚିହ୍ନଟ ହେଲେ ୩୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ...

Advertisement
Archives

Model This Week