Advertisement

ଆଜି ରାଜ୍ୟରେ ୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୦୧।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୫ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୭ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୧୬୯ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇ-ପଞ୍ଜୀକରଣରେ ଓଡ଼ିଶା ଆଗରେ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ୨ ମାସ ମଧ୍ୟରେ ଇ-ଶ୍ରମ ପୋର୍ଟାଲରେ ସାରା ଦେଶରୁ ୪ କୋଟିରୁ ଅଧିକ ଅସଙ୍ଗଠିତ କ୍ଷେତ୍ରର ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଶ୍ରମିକ ପଞ୍ଜୀକରଣ କରିବାରେ...

ବଦଳିଲେ ୯ ଓଏଏସ୍‌ ଅଫିସର

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ୯ ଓଏଏସ୍‌ ଅଫିସରଙ୍କ ବଦଳି କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି।...

୫୬ ଇକୋନୋମିକ୍‌ ଇନ୍‌ଭେଷ୍ଟିଗେଟରଙ୍କୁ ନିଯୁକ୍ତି

ଭୁବନେଶ୍ୱର,୨।୭(ବ୍ୟୁରୋ): ସନ୍ତୁଳିତ ଆଞ୍ଚଳିକ ଅଭିବୃଦ୍ଧି ଲାଗି ବିକାଶମୂଳକ ଯୋଜନାରେ ଗୋଷ୍ଠୀଗତ ସମ୍ପୃକ୍ତି ଅତ୍ୟନ୍ତ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଯୋଜନା ଓ ସଂଯୋଜନ...

ଡିସେମ୍ବର ୧୫ରୁ ତୋଷାଳୀ କ୍ରାଫ୍ଟସ୍‌ ମେଳା: ୪୦୦ ଷ୍ଟଲ୍‌ରେ ଦେଶର ଉତ୍କୃଷ୍ଟ ହସ୍ତଶିଳ୍ପ, ହସ୍ତତନ୍ତ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବ ଚତୁର୍ଦ୍ଦଶ ତୋଷାଳୀ ମେଳା। ଚଳିତବର୍ଷ ଏହି ମେଳାରେ ରାଜ୍ୟ ଏବଂ...

‘ବୁଲବୁଲ୍‌’ ପ୍ରଭାବରେ ଅପରାହ୍ନରୁ ଉପକୂଳ ଓଡ଼ିଶାରେ ବଢ଼ିବ ପବନର ବେଗ: ଏସ୍‌ଆର୍‌ସି

ଭୁବନେଶ୍ୱର,୮।୧୧(ବ୍ୟୁରୋ): ବାତ୍ୟା ‘ବୁଲବୁଲ୍‌’ ଶନିବାର ପୂର୍ବାହ୍ନରେ ପାରାଦୀପଠାରୁ ପ୍ରାୟ ୩୫୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ଶୁକ୍ରବାରଠାରୁ ବର୍ଷା...

ଲଗାଣବର୍ଷା: ପାହାଡ଼ ଧସିଲା

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି,୧୪ା୧୦(ସ୍ବ.ପ୍ର.):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି...

ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ ଶିକ୍ଷା। ଅଲ୍‌ ଇଣ୍ଡିଆ କାଉନ୍‌ସିଲ୍‌ ଫର୍‌ ଟେକ୍ନିକାଲ ଏଜୁକେସନ(ଏଆଇସିଟିଇ) ପକ୍ଷରୁ ଗ୍ରୀନ୍‌ ସିଗନାଲ୍‌ ମିଳିସାରିଛି। ତେବେ କେମିତି...

ପ୍ଲାଜମା ଦାନ କଲେ ୨ କରୋନା ଯୋଦ୍ଧା: ସାଲ୍ୟୁଟ କଲେ ଗଞ୍ଜାମ ଜିଲାପାଳ, ଏସ୍‌ପି

ଛତ୍ରପୁର, ୩।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ପୁଣି ୨ ଜଣ କରୋନା ଯୋଦ୍ଧା ଗୁରୁବାର ପ୍ଲାଜମା ଦାନ କରିଛନ୍ତି। ସେମାନେ ହେଲେ ଆସିକା ବ୍ଲକର ଆରଡ଼ବ୍ଲ୍ୟୁଏସ୍‌ଏସ୍‌ ଜେଇ...

Advertisement
Archives

Model This Week