ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସମ୍ବଲପୁର ଜିଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୮୬୦ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପିଲାଙ୍କୁ ସହଜରେ କରୋନା ହୁଏନି’

ଭୁବନେଶ୍ୱର,୧୯।୧(ବ୍ୟୁରୋ): ପିଲାଙ୍କୁ ସହଜରେ କରୋନା ହୁଏନି। ତେଣୁ ଏହାକୁ ନେଇ ଭୟଭୀତ ହୁଅନ୍ତୁନି । ଏଭଳି କହିଛନ୍ତି କଟକ ଶିଶୁଭବନର ବିଶେଷଜ୍ଞ ଡାକ୍ତର ସୁନୀଲ ଅଗ୍ରଓ୍ବାଲ।...

ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ

ଝାରସୁଗୁଡା ଅଫିସ୍‌,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ନିୟୋଜିତ ହୋଇଥିବା ଜଣେ ଅସୁସ୍ଥ ହୋମ୍‌ଗାର୍ଡଙ୍କ ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ବଡ ମେଡିକାଲ୍‌ରେ ମଙ୍ଗଳବାର ମୃତ୍ୟୁ ଘଟିଛି। ମୃତ...

୧୧ ଡ୍ୟାନ୍ସ ବାର୍‌ରେ ଚଢ଼ାଉ, ରାଜ୍ୟ ବାହାରର ୯୬ ଯୁବତୀ ଉଦ୍ଧାର: କାହିଁକି ତତ୍ପର ହୋଇଉଠିଲା ପୋଲିସ

ଭୁବନେଶ୍ୱର, ୨୮।୭(ବ୍ୟୁରୋ): ରାଜଧାନୀରେ ବେଆଇନ ଭାବେ ଚାଲୁଥିବା ଡ୍ୟାନ୍ସ ବାର୍‌ ଉପରେ ହଠାତ୍‌ ପୋଲିସ ଚଢ଼ାଉ ଆରମ୍ଭ କରିଥିଲା। ଶୁକ୍ରବାର ରାତିରେ କଟକରୋଡ୍‌ରେ ଥିବା ୧୧...

ପୁଅର ପନିକି ଚୋଟରେ ଆଖି ବୁଜିଲେ ମା’

ନିଶ୍ଚିନ୍ତକୋଇଲି,୬।୭(ସ୍ବ.ପ୍ର.): ପୁଅର ପନିକି ଚୋଟରେ ମା’ଙ୍କ ମୃତ୍ୟୁ। କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଶୁକରପଡା ଗ୍ରାମରେ ବୁଧବାର ଏଭଳି ଘଟଣା ଘଟିଛି। ମୃତ ମହିଳା ହେଲେ...

ଚୂଡ଼ାନ୍ତ ଅପେକ୍ଷାରେ ସଂଶୋଧିତ ନଦୀ ନୀତି

ଭୁବନେଶ୍ୱର,୨୫ା୭(ବ୍ୟୁରୋ): କେବଳ ସହରାଞ୍ଚଳ ନୁହେଁ ଗ୍ରାମାଞ୍ଚଳରେ ମଧ୍ୟ ଅନେକ ସମୟରେ ଉତ୍କଟ ଜଳାଭାବ ଦେଖାଦେଉଛି। ନଦୀଗୁଡ଼ିକ ଉପରେ ପାନୀୟ ଜଳ ପାଇଁ ନିର୍ଭର କରୁଥିବା ସହରଗୁଡ଼ିକ...

ଆରମ୍ଭ ହେଲା ଛେରାପହଁରା

ପୁରୀ ଅଫିସ, ୯ା୭: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ପୂର୍ବ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ଟାରୁ ଠାକୁରଙ୍କ...

ସୁନ୍ଦରଗଡ଼, ଅନୁଗୋଳରେ ପ୍ରତିଷ୍ଠା ହେବ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର, ୧୦ା୫(ବ୍ୟୁରୋ):ସୁନ୍ଦରଗଡ଼ ଏବଂ ଅନୁଗୋଳ ଜିଲାରେ ୨ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ପ୍ରତିଷ୍ଠା କରିବା ପାଇଁ ମହାନଦୀ କୋଲ ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ବୋର୍ଡ ଅନୁମୋଦନ...

କରୋନା ମୁକାବିଲା ଲାଗି ଖୋଲିଲା କଣ୍ଟ୍ରୋଲ ରୁମ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭାଇରସର ମୁକାବିଲା ଲାଗି ସାରା ଦେଶରେ ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଛି। ଏହି ଲକଡାଉନ ଘୋଷଣା ପରେ ଅଧିକାଂଶ ଓଡ଼ିଆ ଲୋକ ଦେଶ...

Advertisement
Archives

Model This Week